ଦିଲ୍ଲୀ-NCR ଅଞ୍ଚଳର ବିଭିନ୍ନ ସ୍ଥାନରେ AQI ୫୦୦ ପାର୍

ଦିପାବଳି ପରେ ଦିଲ୍ଲୀ ଏନସିଆରରେ ଭୟଙ୍କର ବାୟୁ ପ୍ରଦ୍ୟୁଷଣ । ବିଷ ପାଲଟିଲା ଦିଲ୍ଲୀ ବାୟୁ । 'ଗ୍ୟାସ୍‌ ଚ୍ୟାମ୍ବର' ପାଲଟିଲା ଦିଲ୍ଲୀ ଏନସିଆର । କେନ୍ଦ୍ରୀୟ ପ୍ରଦ୍ୟୁଷଣ ନିୟନ୍ତ୍ରଣ ବୋର୍ଡ ସୂଚନା ଅନୁସାରେ ଦିଲ୍ଲୀ ବାୟୁର ଗୁଣବତା ଅତି ଖରାପ ସ୍ଥିତିରେ ପହଂଚିଛି । ସହରର ୩୪ଟି ସ୍ଥାନରେ ପ୍ରଦ୍ୟୁଷଣ ସ୍ତର ରେଡ୍‌ ଲେବୁଲରେ ପହଂଚିଛି । ଅଧିକାଂଶ ସ୍ଥାନରେ ୫୦୦ ଉପରେ ଏକ୍ୟୁଆଇ ।

Delhi-NCR

ଗାଜିଆବାଦ ଓ ନରେଲା ଅଂଚଳରେ ଘରୁ ବାହାରିଲେ ଲୋକଙ୍କ ଆଖି ପୋଡ଼ୁଥିବା ଅଭିଯୋଗ କରିଛନ୍ତି ଲୋକ । ବାୟୁ ପ୍ରଦ୍ୟୁଷଣ ଯୋଗୁଁ ଅନେକ ମାରାତ୍ମକ ରୋଗର ଶିକାର ହୋଇପାରନ୍ତି ଲୋକେ । ରାତି ୮ଟାରୁ ୧୦ଟା ଭିତରେ କେବଳ ସବୁଜ ବାଣ ଫୁଟାଇବାକୁ ଅନୁମତି ଦେଇଥିଲେ ସୁପ୍ରିମକୋର୍ଟ । ହେଲେ କଟକଣା ମାନିଲେନି ଲୋକ । ଅତ୍ୟଧିକ ବାଣ ଫୁଟାଇବା କାରଣରୁ ବାୟୁ ପ୍ରଦ୍ୟୁଷଣ ଅତି ଭୟଙ୍କର ସ୍ଥିତିରେ ପହଂଚିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+