ଚିତା ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ପାଇଲଟ ମୃତ
ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଆର୍ମି ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏହି ଦୁର୍ଘଟଣାରେ ହେଲିକପ୍ଚର ପାଇଲଟଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି ।
ଗୁହାଟୀ: ଅରୁଣାଚଳ ପ୍ରଦେଶର ତୱାଙ୍ଗରେ ଆର୍ମି ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ । ଏହି ଦୁର୍ଘଟଣାରେ ହେଲିକପ୍ଚର ପାଇଲଟଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ବିଶେଷ କଥା ହେଉଛି ଗତ ବର୍ଷ ଡିସେମ୍ବରରେ ତାମିଲନାଡୁର କୋଏମ୍ବାଟୁର ଏବଂ ସୁଲୁର ମଧ୍ୟରେ ହେଲିକପ୍ଟର ଦୁର୍ଘଟଣାରେ ତତ୍କାଳୀନ ସିଡିଏସ୍ଙ୍କ ବିପିନ ରାୱତଙ୍କ ମୃତ୍ୟୁ ଘଟିଥିଲା । ବର୍ତ୍ତମାନ ଏହି ଦୁର୍ଘଟଣାରେ ପାଇଲଟଙ୍କର ମୃତ୍ୟୁ ଘଟିଛି ।

An Indian Army Cheetah helicopter crashed today near Tawang area in Arunachal Pradesh. One pilot has lost his life in the accident: Army Officials pic.twitter.com/5BErWZzRIH
— ANI (@ANI) October 5, 2022












Click it and Unblock the Notifications