ଅରୁଣାଚଳରେ ସେନା ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ
ଅରୁଣାଚଳ ପ୍ରଦେଶରେ ଏକ ବଡ଼ ଦୁର୍ଘଟଣା ସାମ୍ନାକୁ ଆସିଛି । ସିଆଙ୍ଗରେ ସେନା ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନାନୁସାରେ, ଏହି ହେଲିକପ୍ଟରଟି ସିଙ୍ଗିଙ୍ଗ ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ଇଟାନଗର : ଅରୁଣାଚଳ ପ୍ରଦେଶରେ ଏକ ବଡ଼ ଦୁର୍ଘଟଣା ସାମ୍ନାକୁ ଆସିଛି । ସିଆଙ୍ଗରେ ସେନା ହେଲିକପ୍ଟର ରୁଦ୍ର ଦୁର୍ଘଟଣାଗ୍ରସ୍ତ ହୋଇଛି । ସୂଚନାନୁସାରେ, ଏହି ହେଲିକପ୍ଟରଟି ସିଙ୍ଗିଙ୍ଗ ଗ୍ରାମ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି ।
ରିପୋର୍ଟ ଅନୁଯାୟୀ, ଟୁଟିଂ ମୁଖ୍ୟାଳୟଠାରୁ ଦୁର୍ଘଟଣାସ୍ଥଳ 25 କିଲୋମିଟର ଦୂରରେ ରହିଛି । ଗୌହାଟି ପ୍ରତିରକ୍ଷା ମୁଖପାତ୍ରଙ୍କ ତରଫରୁ ଏହି ଦୁର୍ଘଟଣା ସମ୍ପର୍କରେ ସୂଚନା ଦେଇ କୁହାଯାଇଛି ଯେ ହେଲିକପ୍ଟରଟି ଟୁଟୀଙ୍ଗ ଠାରୁ ପ୍ରାୟ 25 କିଲୋମିଟର ଦୂରରେ ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାସ୍ଥଳ ସଡକ ଦ୍ୱାରା ସଂଯୁକ୍ତ ନୁହେଁ । ଉଦ୍ଧାରକାରୀ ଦଳ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି ।

ସୂଚନାନୁସାରେ, ଦୁର୍ଘଟଣାର ଶିକାର ହୋଇଥିବା ସେନା ହେଲିକପ୍ଟର 'ରୁଦ୍ର' କୁ ଖୋଜାଖୋଜି ଚାଲିଛି । ଏହି ହେଲିକପ୍ଟରଟି ଭାରତୀୟ ସେନା ପାଇଁ ହିନ୍ଦୁସ୍ତାନ ଏରୋନେଟିକ୍ସ ଲିମିଟେଡ୍ ଦ୍ୱାରା ପ୍ରସ୍ତୁତ କରାଯାଇଥିଲା । ତେବେ ଦୁର୍ଘଟଣାର କାରଣ କଣ ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ । ବର୍ତ୍ତମାନ ପର୍ଯ୍ୟନ୍ତ ହେଲିକପ୍ଟରରେ କେତେ ଲୋକ ଥିଲେ ସେ ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ମିଳିପାରି ନାହିଁ ।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications