ନାମାଙ୍କନ ଭରିଲେ ଅରବିନ୍ଦ କେଜ୍ରିୱାଲ
ଦିଲ୍ଲୀରେ ବାଜିସାରିଛି ନିର୍ବାଚନୀ ବିଗୁଲ । ଆଜି ନାମାଙ୍କନ ଦାଖଲ କରିଛନ୍ତି ବିଭିନ୍ନ ଦଳର ହାଇପ୍ରୋଫାଇଲ ନେତା । ଏହା ଭିତରେ ଆମ ଆଦମୀ ପାର୍ଟିର ମୁଖ୍ୟ ତା ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ନାମାଙ୍କନ ଦାଖଲ କରିବା ପୂର୍ବରୁ ବିଶାଳ ରୋଡ ଶୋ କରିଛନ୍ତି । ତେବେ ବୁଧବାର ସକାଳୁ ମନ୍ଦିରରେ ପହଁଚି ଆର୍ଶୀବାଦ ଭିକ୍ଷା କରିବା ସହ ଦଳୀୟକର୍ମୀଙ୍କ ସହ ବିଶାଳ ରୋଡ ଶୋ କରି ଶକ୍ତି ପ୍ରଦର୍ଶନ କରିଛନ୍ତି । ନୂଆ ଦିଲ୍ଲୀ ଆସନରୁ ଏଥରକ ଲଢ଼ୁଛନ୍ତି କେଜ୍ରିୱାଲ ।

ଦିଲ୍ଲୀ ରାଜନୀତି ଇତିହାସ କୁହେ । ଦୀର୍ଘ ବର୍ଷ ଧରି ଦିଲ୍ଲୀକୁ କବା କରି ରଖିଥିଲା କଂଗ୍ରେସ । କିନ୍ତୁ ୨୭ ହେବ ଦୂରରେ ରହିଛି ବିଜେପି ।ଏହା ଭିତରେ କ୍ରମାଗତ ୩ଥର ହେବ ଏଠାରେ ଶାସନ କ୍ଷମତା ବଜାର ରଖିବାରେ ସଫଳ ହେଉଛି ଆମ ଆଦମୀ ପାର୍ଟି । ଯଦି ନଜର ପକାଇବା ନୂଆଦିଲ୍ଲୀ ଆସନ ଉପରେ ।












Click it and Unblock the Notifications