ହିମନ୍ତ ସରକାରଙ୍କ ବଡ଼ ଘୋଷଣା, ରାଜ୍ୟରେ ବ୍ୟାନ ହେଲା ଗୋ'ମାଂସ

ହିମନ୍ତ ସରକାର ଆସାମରେ ଏକ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ ସରକାର ଗୋ'ମାଂସ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ଆଉ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ନିଜେ ଏହା ଘୋଷଣା କରିଛନ୍ତି।

himanta biswa sarma

ସେ କହିଛନ୍ତି, ଆମେ ନିଷ୍ପତ୍ତି ନେଇଛୁ ଯେ ରାଜ୍ୟରେ ଗୋ'ମାଂସ କୌଣସି ରେଷ୍ଟୁରାଣ୍ଟ କିମ୍ବା ହୋଟେଲରେ ଦିଆଯିବ ନାହିଁ ଏବଂ ଏହା କୌଣସି ସାର୍ବଜନୀନ କାର୍ଯ୍ୟ କିମ୍ବା ସର୍ବସାଧାରଣ ସ୍ଥାନରେ ମଧ୍ୟ ଦିଆଯିବ ନାହିଁ।ଆଜି ଦିଲ୍ଲୀରେ ଆସାମ ସରକାରଙ୍କ କ୍ୟାବିନେଟ ବୈଠକ ବସିଥିଲା। ଏହି ସମୟରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଅନ୍ୟ ମନ୍ତ୍ରୀମାନେ ଯୋଡ଼ି ହୋଇଥିଲେ। ଏହି ସମୟରେ ରାଜ୍ୟରେ ଗୋ'ମାଂସ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+