ଦିଲ୍ଲୀର ଲାଲକିଲ୍ଲା ନିକଟରେ ବିସ୍ଫୋରଣ;୮ ମୃତ, ଏକାଧିକ ଆହ

ସୋମବାର ସନ୍ଧ୍ୟାରେ ଦିଲ୍ଲୀର ଐତିହାସିକ ଲାଲକିଲ୍ଲା (Red Fort) ମେଟ୍ରୋ ଷ୍ଟେସନ୍ର ଗେଟ୍ ନମ୍ବର ୧ ନିକଟରେ ଥିବା ଏକ କାର୍‌ରେ ହୋଇଥିବା ଶକ୍ତିଶାଳୀ ବିସ୍ଫୋରଣରେ ଅତିକମ୍‌ରେ ୮ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ଅନେକ ଲୋକ ଆହତ ହୋଇଛନ୍ତି। ଏହି ଉଚ୍ଚ ସୁରକ୍ଷା ଅଞ୍ଚଳରେ ଏହି ଘଟଣା ଯୋଗୁଁ ବ୍ୟାପକ ଆତଙ୍କ ସୃଷ୍ଟି ହେବା ସହ ଦେଶବ୍ୟାପୀ ହାଇ ଆଲର୍ଟ ଜାରି କରାଯାଇଛି।

ସନ୍ଧ୍ୟା ପ୍ରାୟ ୬:୫୫ରେ ବିସ୍ଫୋରଣ ସମ୍ପର୍କରେ ସୂଚନା ମିଳିବା ପରେ ଦିଲ୍ଲୀ ଅଗ୍ନିଶମ ବାହିନୀର ୭ଟି ଗାଡ଼ି ଏବଂ ୧୫ଟି CAT ଆମ୍ବୁଲାନ୍ସ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ।

near Red Fort blast

ବିସ୍ଫୋରଣ ଯୋଗୁଁ ନିକଟସ୍ଥ ୩ ରୁ ୪ ଟି ଗାଡ଼ିରେ ନିଆଁ ଲାଗିଯାଇଥିଲା, ଯାହାକୁ ପରେ ଲିଭାଇ ଦିଆଯାଇଥିଲା। ବିସ୍ଫୋରଣ ଏତେ ଶକ୍ତିଶାଳୀ ଥିଲା ଯେ ନିକଟସ୍ଥ ଷ୍ଟ୍ରିଟ୍ ଲାଇଟ୍ ଭାଙ୍ଗିଯାଇଥିଲା ଏବଂ ପାର୍କିଂରେ ଥିବା ଅନ୍ୟ ଗାଡ଼ିଗୁଡ଼ିକର କାଚ ମଧ୍ୟ ଭାଙ୍ଗି ଯାଇଛି। ଘଟଣାସ୍ଥଳରେ ବ୍ୟାପକ ଭଙ୍ଗା କାଚ ପଡ଼ିଥିବାର ଦୃଶ୍ୟ ସାମ୍ନାକୁ ଆସିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+