କେଜ୍ରିୱାଲ ମାମଲାରେ ଇଡିକୁ ବଡ ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ , ଜାଣନ୍ତୁ କଣ ?

ଦିଲ୍ଲୀ ଏକ୍ସାଇଜ ପଲିସି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଗିରଫ ହୋଇଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର ଇଡିଙ୍କୁ ଅନେକ ପ୍ରଶ୍ନ ପଚାରିଥିଲେ। କେଜ୍‌ରିୱାଲଙ୍କୁ ଗିରଫ କରିବା ପାଇଁ ଦୁଇ ବର୍ଷ କାହିଁକି ଲାଗିଲା ବୋଲି କୋର୍ଟ ପ୍ରଶ୍ନ କରିଛନ୍ତି। ।

Arvind Kejriwal

ଏନେଇ ଅରବିନ୍ଦ କେଜ୍ରିୱାଲଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ବେଳେ ଇଡି ପକ୍ଷରୁ ହାଜର ହୋଇଥିବା ଏଏସଜି ଏସଭି ରାଜୁ ଯୁକ୍ତି ଉପସ୍ଥାପନ କରିଥିଲେ। ମନୀଷ ସିସୋଦିଆଙ୍କ ଜାମିନ ବାତିଲ ହେବା ପରେ ୧୧୦୦ କୋଟି ଟଙ୍କାର ସମ୍ପତ୍ତି ଜବତ କରାଯାଇଛି ବୋଲି ଏଏସଜି ରାଜୁ ସୁପ୍ରିମ୍ କୋର୍ଟଙ୍କୁ କହିଛନ୍ତି।

ଏହାର ଜବାବରେ ଜଷ୍ଟିସ୍ ଖାନ୍ନା ପ୍ରଶ୍ନ କରିଥିଲେ ଯେ ଅପରାଧ ଅର୍ଥାତ୍ ଲାଞ୍ଚ ବାବଦରେ ୧୦୦ କୋଟି ଟଙ୍କା ଆଦାୟ ହୋଇଛି କି? ୨-୩ ବର୍ଷରେ ଏହା କିପରି ୧୧୦୦ କୋଟି ଟଙ୍କା ରେ ପରିଣତ ହେଲା? ଏହା ଅତି ଆଶ୍ଚର୍ଯ୍ୟଜନକ ତଥ୍ୟ ବୋଲି ସେ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+