ଖୋଲିବ ବାବା କେଦାରନାଥଙ୍କ ଧାମ,ଏପ୍ରିଲ ୨୨ରେ ଖୋଲିବ କପାଟ
ଉତ୍ତରାଖଣ୍ଡ ସ୍ଥିତ ପ୍ରସିଦ୍ଧ କେଦାନରନାଥ ମନ୍ଦିର କପାଟ ଆସନ୍ତା ଏପ୍ରିଲ ୨୨ରେ ବୃଷ ଲଗ୍ନରେ ଖୋଲିବ । ଏହାର ଘୋଷଣା ଶୀତକାଳୀନ ଗଦ୍ଦିସ୍ଥଳ ଓମକାରେଶ୍ବର ମନ୍ଦିରରେ ବିଧିବିଧାନ ସହିତ ହୋଇଛି । ଘୋଷଣା ପରେ ଭକ୍ତଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ମନ୍ଦିର ସମିତି ଅନୁସାରେ, ବୁଧବାର(ଏପ୍ରିଲ ୨୨) ସକାଳ ୮ଟାରେ ଶୁଭ ବୃଷ ଲଗ୍ନରେ ବାବା କେଦାରନାଥଙ୍କ କପାଟ ଖୋଲିବ । ଏହାପରେ ୬ ମାସ ଯାଏଁ କେଦାରନାଥ ଯାତ୍ରା ଚାଲିବ।
କେଦାରନାଥ ଧାମ କପାଟ ଖୋଲିବାର ଗୋଟେ ଦିନ ପରେ ବଦ୍ରିନାଥ ମନ୍ଦିର ଦ୍ବାର ୨୩ ଏପ୍ରିଲକୁ ବ୍ରହ୍ମମୁହୂର୍ତ୍ତରେ ସକାଳ ୬.୧୫ ମିନିଟରେ ଶ୍ରଦ୍ଧାଳୁଙ୍କ ପାଇଁ ଖୋଲାଯିବ । ଏହି ଶୁଭ ତିଥିର ଘୋଷଣା ପୂର୍ବରୁ ବସନ୍ତ ପଞ୍ଚମୀରେ ହୋଇଛି । ସେହିପରି ଗଙ୍ଗୋତ୍ରୀ ଏବଂ ଯମୁନେତ୍ରୀ ଧାମର କପାଟ ଅକ୍ଷୟ ତ୍ତୀୟ ଅର୍ଥାତ୍ ଏପ୍ରିଲ ୧୯ ତାରିଖରେ ବିଧିବିଧାନରେ ଖୋଲିବ ।

ତେବେ ଚାରଧାମ ଯାତ୍ରା ପାଇଁ ସରକାର ଏବଂ ସ୍ଥାନୀୟ ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି । ରାସ୍ତା ମରାମତି ଠାରୁ ଆରମ୍ଭ କରି ସୁରକ୍ଷା ବ୍ୟବସ୍ଥା ଏବଂ ପଞ୍ଜିକରଣ ବ୍ୟବସ୍ଥା କରାଯାଇଛି । ହୋଟେଲ ଏବଂ ଧର୍ମଶାଳାରେ ମଧ୍ୟ ଆଡଭାନ୍ସ ବୁକିଂ ହୋଇସାରିଛି ।
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications