ଅସ୍ତ୍ରଶସ୍ତ୍ର କାରଖାନାରେ ବିସ୍ଫୋରଣ: ୫ ମୃତ

Bhandara Ordnance Factory Blast: ମହାରାଷ୍ଟ୍ରର ଏକ ଅସ୍ତ୍ରଶସ୍ତ୍ର କାରଖାନାରେ ଭୟଙ୍କର ବିସ୍ଫୋରଣ । ଭଣ୍ତାରା ଜବାହରନଗର ସ୍ଥିତ କାରଖାନାରେ ବିସ୍ଫୋରଣ ହୋଇଥିବା ନେଇ ସୂଚନା।ଏହି ଦୁର୍ଘଟଣାରେ ୫ ଜଣ କର୍ମଚାରୀଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ କର୍ମଚାରୀ ଆହତ ମଧ୍ୟ ହୋଇଛନ୍ତି । ଏହି ବିସ୍ଫୋରଣ କାରଖାନାର ଆରକେ ଶାଖା ସେକ୍ସନରେ ହୋଇଛି ।

Bhandara district
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+