'ନକ୍ସଲବାଦ ବିରୋଧରେ ବଡ ସଫଳତା'

ଛତିଶଗଡରେ ୧୭୦ ନକ୍ସଲଙ୍କ ଆତ୍ମସମର୍ପଣ । ଏନେଇ ଏକ୍ସରେ ସୂଚନା ଦେଲେ ଗୃହ ମନ୍ତ୍ରୀ ଅମିତ ଶାହ । ନକ୍ସଲବାଦ ବିରୋଧରେ ବଡ ସଫଳତା କହିଲେ ଶାହ । ଏହାକୁ ମିଶାଇ ୨ ଦିନରେ ୨୫୮ ନକ୍ସଲ ଆତ୍ମସମର୍ପଣ କରିଛନ୍ତି । କାଲି ମହାରାଷ୍ଟ୍ରରେ ୬୧ ନକ୍ସଲ ଅସ୍ତ୍ର ତ୍ୟାଗ କରି ମୁଖ୍ୟସ୍ରୋତକୁ ଆସିଥିଲେ ।

amit shah

କାଲି ଛତିଶଗଡରେ ମଧ୍ୟ ୨୭ ନକ୍ସଲ ଅସ୍ତ୍ର ତ୍ୟାଗ କରିଥିଲେ । ୨୦୨୬ ମାର୍ଚ୍ଚ୩୧ ସୁଦ୍ଧା ନକ୍ସଲ ମୁକ୍ତ ଦେଶ ପାଇଁ ପ୍ରତିଶ୍ରୁତିବଦ୍ଧ କହିଛନ୍ତି ଶାହ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+