ଛତିଶଗଡ଼ ପୋଲିସକୁ ବଡ଼ ସଫଳତା, ୧୪ ମାଓବାଦୀ ଗିରଫ
Chhattisgarh News: ଛତିଶଗଡ଼ ବିଜାପୁର ପୋଲିସକୁ ମିଳିଲା ବଡ଼ ସଫଳତା । ଦୁଇଟି ପ୍ରେସର କୁକର ବୋମା ନଷ୍ଟ କରିବା ସହ ୧୪ ଜଣ ମାଓବାଦୀଙ୍କୁ ଗିରଫ କରାଯାଇଛି । ଗିରଫ ମାଓବାଦୀଙ୍କ ମଧ୍ୟରୁ ୮ ଜଣଙ୍କ ନାଁରେ ମାଓବାଦୀଙ୍କ ନାଁରେ ୩୬ ଲକ୍ଷର ଟଙ୍କାର ପୁରସ୍କାର ରାଶି ଘୋଷଣା କରାଯାଇଛି । ଗିରଫ ମାଓବାଦୀଙ୍କ ମଧ୍ୟରୁ ୨ ହାର୍ଡକୋର ମହିଳା ମାଓନେତ୍ରୀ ରହିଥିବା ନେଇ ସୂଚନା ରହିଛି । ସେହିପରି ବିଭିନ୍ନ ମାଓ ସାମଗ୍ରୀ ଜବତ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ବିଜାପୁର ଏଏସପି ।

ସୂଚନା ଅନୁସାରେ, ବିଜାପୁର ଗାଙ୍ଗାଲୁର ଥାନା ଅନ୍ତର୍ଗତ ମୁତୱେଣ୍ତି ଓ ପିଡିଆ ମୁଖ୍ୟ ରାସ୍ତାରେ ବୋମା ଖଞ୍ଜାଯାଇଥିଲା । ଯାହାର ସନ୍ଧାନ ପାଇବା ପରେ ପୋଲିସ ଏହାକୁ ନଷ୍ଟ କରିଥିଲା ଏବଂ ବିଜାପୁର ଜିଲ୍ଲା ଉସୁର ଥାନା ଅନ୍ତର୍ଗତ ଟେକମେଟଲା, ନଡପଲ୍ଲି, ମଲ୍ଲେମପେଣ୍ଟା ଜଂଗଲରରୁ ୧୪ ମାଓବାଦୀଙ୍କୁ ଗିରଫ କରାଯାଇଥିବା ନେଇ ସୂଚନା ରହିଥିଲା ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications