ସୁରକ୍ଷାବଳଙ୍କୁ ବଡ ସଫଳତା; ୩ ମାଓବାଦୀ ସଫା

ଟଳିପଡିଲେ ୩ ମାଓବାଦୀ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ସୁକମା ଜିଲ୍ଲା ଗୋଲାପାଲ୍ଲୀ ଜଙ୍ଗଲରେ ପୋଲିସ ମାଓବାଦୀ ମୁହାଁମୁହିଁ । ସୁରକ୍ଷାକର୍ମୀଙ୍କ ଗୁଳିରେ ୩ ଜଣ ମାଓବାଦୀ ନିହତ ହୋଇଥିବା ସୂଚନା । ମାଓ କ୍ୟାମ୍ପରେ ଶତାଧିକ ମାଓବାଦୀ ଲୁଚି ରହି ସୁରକ୍ଷାକର୍ମୀଙ୍କୁ ଏକ ବଡ଼ ଧରଣର ଟାର୍ଗେଟ କରିବାକୁ ଯୋଜନା କରୁଥିଲେ । ଅପରେସନରେ ସାମିଲ ହୋଇଛନ୍ତି DRG ଯବାନ । ଏବେବି ଗୁଳି ବିନିମୟ ଜାରି ରହିଛି ।

Maoists
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+