ବିହାର ନିର୍ବାଚନ: ତେଜସ୍ୱୀ ଯାଦବ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ବିହାରରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୬ରେ ହେବାକୁ ଯାଉଛି । ଏହା ପୂର୍ବରୁ ମହାଗଠବନ୍ଧନ ଏକ ବଡ ଘୋଷଣା କରିଛି ।ପାଟନାରେ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ଭାବେ ତେଜସ୍ୱୀ ଯାଦବଙ୍କ ନାମ ଘୋଷଣା ହୋଇଛି । ମୁକେଶ ସହାନି ଉପମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବା ନେଇ ଘୋଷଣା କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ଅଶୋକ ଗେହଲଟ୍‌ । ଭିଆଇପି ପାର୍ଟିର ନେତା ମୁକେଶ ସାହନି । ମହାଗଠବନ୍ଧନରେ ଆସନ ବୁଝାମଣାରେ ବିବାଦ ରହୁଥିବା ନେଇ ଯେଉଁ ଚର୍ଚ୍ଚା ହେଉଥିଲା ତାହା ଉପରେ ପୂର୍ଣ୍ଣଚ୍ଛେଦ ପଡିଛି ।

Tejashwi Yadav is the Chief Ministerial candidate

ଲାଲୁ ଯାଦବଙ୍କ ପୁଅ ତେଜସ୍ୱୀ ଯାଦବଙ୍କୁ ମୁଖ୍ୟମନ୍ତ୍ରୀ ଭାବେ ପ୍ରାର୍ଥୀ ଘୋଷଣା ହେବା ପରେ ସେ କହିଛନ୍ତି ବିହାରରେ ମହାଗଠବନ୍ଧନ ସରକାର ଆସିଲେ ଅନେକ କିଛି ବିକାଶ ହେବ । ଯେଉଁମାନଙ୍କ ପାଖରେ ସରକାରୀ ଚାକିରି ନାହିଁ ସେମାନଙ୍କୁ ସରକାରୀ ଚାକିରି ଦିଆଯିବ । ପ୍ରତ୍ୟେକ ପରିବାରର ଜଣେ ଲେଖାଏଁ ସଦସ୍ୟଙ୍କୁ ଚାକିରି ଦିଆଯିବ ବୋଲି କହିଛନ୍ତି ତେଜସ୍ୱୀ ଯାଦବ । ମୁଖ୍ୟମନ୍ତ୍ରୀ ଚେହେରା ହେବା ପରେ ତେଜସ୍ୱୀ ଯାଦବ କଂଗ୍ରେସ ସମେତ ସମସ୍ତ ସହଯୋଗୀଙ୍କୁ ଧନ୍ୟବାଦ ଜଣାଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+