ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି, ବାରଣାସୀରୁ ଲଢ଼ିବେ ପ୍ରଧାନମନ୍ତ୍ରୀ

ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେପି । ବାରଣାସୀରୁ ଲଢ଼ିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ମୁଖ୍ୟାଳୟରେ ପ୍ରେସମିଟରେ ଘୋଷଣା । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ ।

Narendra modi

ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ମହାସଚିବ ବିନୋଦ ତାୱଡ଼େଙ୍କ ପ୍ରେସମିଟ । ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକାରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି । ଏହି ପ୍ରାର୍ଥୀ ତାଲିକାରେ ୩୪ ଜଣ କେନ୍ଦ୍ରମନ୍ତ୍ରୀଙ୍କ ନାମ ରହିଛି । ପ୍ରଧାନମନ୍ତ୍ରୀ ମୋଦୀ ତୃତୀୟ ଥର ପାଇଁ ବାରଣାସୀରୁ ନିର୍ବାଚନ ଲଢିବାକୁ ଯାଉଛନ୍ତି । ଗାନ୍ଧିନଗରରୁ ଲଢ଼ିବେ ଗୃହମନ୍ତ୍ରୀ ଅମିତ ଶାହ ।

ଅରୁଣାଚଳ ୱେଷ୍ଟରୁ ଲଢ଼ିବେ କେନ୍ଦ୍ର ମନ୍ତ୍ରୀ କିରଣ ରିଜିଜୁ । ଦିବ୍ରୁଗଡ଼ରୁ ଲଢ଼ିବେ କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ । କୋର୍ବାରୁ ସରୋଜ ପାଣ୍ଡେ, ରାୟପୁରରୁ ବ୍ରିଜମୋହନ ଅଗ୍ରୱାଲ । ଦିଲ୍ଲୀ ଚାନ୍ଦିନୀଚୌକ- ପ୍ରବୀଣ ଖଣ୍ଡେଲୱାଲ, ନର୍ଥଇଷ୍ଟ ଦିଲ୍ଲୀ- ମନୋଜ ତିୱାରୀ ଙ୍କୁ ଦଳ କରିଛି ପ୍ରାର୍ଥୀ ।ଗତ ୨ଥ ଯାକ ପ୍ରଧାନମନ୍ତ୍ରୀ ବାରଣାସୀରୁ ବିପୁଳ ଭୋଟରେ ବିଜୟୀ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+