ବିହାରରୁ ପ୍ରାର୍ଥୀ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ
୯ ଜଣିଆ ରାଜ୍ୟସଭା ପ୍ରାର୍ଥୀ ତାଲିକା ଘଷଣା କଲା ବିଜେପି । ବିହାରରୁ ପ୍ରାର୍ଥୀ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନ । ଶିବେଶ କୁମାର ମଧ୍ୟ ବିହାରରୁ ଦ୍ୱିତୀୟ ପ୍ରାର୍ଥୀ । ଆସାମରୁ ତେରାଶ ଗୋୱାଲା, ଜୋଗେନ ମୋହନ ପ୍ରାର୍ଥୀ । ଛତିଶଗଡରୁ ଲକ୍ଷ୍ମୀ ବର୍ମା , ହରିୟାଣାରୁ ସଞ୍ଜୟ ଭାଟିଆ ପ୍ରାର୍ଥୀ , ପଶ୍ଚିମବଙ୍ଗରୁ ରାହୁଲ ସିହ୍ନା ପ୍ରାର୍ଥୀ ହୋଇଛନ୍ତି ।

More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ







Click it and Unblock the Notifications