ବାଚସ୍ପତିଙ୍କୁ ଚିଠି ଲେଖିଲେ ବିଜେପି ମହିଳା ସାଂସଦ ; ବିରୋଧୀ ସାଂସଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି

ଲୋକସଭା ବାଚସ୍ପତି ଓମ୍‌ ବିର୍ଲାଙ୍କୁ ବିଜେପି ମହିଳା ସାଂସଦମାନେ ଏକ ଚିଠି ଲେଖିଛନ୍ତି । ବିରୋଧୀ ସାଂସଦଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରି ଲେଖିଲେ ଚିଠି । ୪ ତାରିଖ ବିଶୃଙ୍ଖଳିତ ଆଚରଣ ପାଇଁ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି । ୪ ତାରିଖରେ ଲୋକସଭାରେ ଦୁର୍ଭାଗ୍ୟଜନକ ଓ ଦୁଃଖଦ ଘଟଣା ଦେଖିବାକୁ ମିଳିଲା ଥିଲା । ବିରୋଧ ନାଁରେ ବିରୋଧୀ ସଦସ୍ୟ ବାଚସ୍ପତିଙ୍କ ଟେବୁଲ ଉପରେ ଚଢ଼ିଲେ । ସବୁ ମର୍ଯ୍ୟାଦା ଲଙ୍ଘି କାଗଜପତ୍ର ଚିରି ବାଚସ୍ପତିଙ୍କ ଆଡ଼କୁ ମଧ୍ୟ ଫିଙ୍ଗିଲେ । କିଛି ମହିଳା ସଦସ୍ୟ ବି ପ୍ଲାକାର୍ଡ ଧରି ପ୍ରଧାନମନ୍ତ୍ରୀଙ୍କ ଆସନ ଘେରିଥିଲେ । ଆମେ ଅନୁରୋଧ କରୁଛୁ ନିୟମ ଅନୁଯାୟୀ, କଡ଼ା କାର୍ଯ୍ୟାନୁଷ୍ଠାନ ନିଅନ୍ତୁ। ଆମ ଗଣତାନ୍ତ୍ରିକ ପ୍ରତିଷ୍ଠାନକୁ ଯେଉଁମାନେ ଅପମାନିତ କରିଛନ୍ତି କାର୍ଯ୍ୟାନୁଷ୍ଠାନ ନିଅନ୍ତୁ।

BJP woman MP
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+