Budget 2024: ବଡ଼ ଘୋଷଣା, ୧ କୋଟି ଘରକୁ ମାଗଣା ବିଜୁଳି

Budget 2024: ୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ । ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ । ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ । ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ ରହିଛି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

free electricity to 1 crore homes

ସେହିପରି ପିଏମ ଆବାସ ଯୋଜନାରେ ୩ କୋଟି ଘର ପିଏମ ଆବାସ ଯୋଜନାରେ ୩ କୋଟି ଘର । ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ମିଳିବ । ସେହିପରି ମହିଳା ଏବଂ ଯୁବତୀଙ୍କୁ ସ୍ୱାବଲମ୍ବି କରିବା ପାଇଁ ସରକାର ଦେବେ ୩ ଲକ୍ଷ କୋଟି ଟଙ୍କା । ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ ।

ଲୋନ୍‌ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା । ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ ।ସେହିପରି ମହିଳା ଏବଂ ଯୁବତୀମାନେ ଉପକୃତ ହେଉଥିବା ଯୋଜନାଗୁଡିକ ପାଇଁ ୩ ଲକ୍ଷ କୋଟି ଟଙ୍କା ୨-ପୂର୍ବୋତ୍ତର କ୍ଷେତ୍ରରେ ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କର ୧୦୦ରୁ ଅଧିକ ଶାଖା ପ୍ରତିଷ୍ଠା ହେବ ୩- ଦେଶରେ ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ପୋଲାଭରମ ଜଳସେଚନ ପ୍ରକଳ୍ପର ପରିସମାପ୍ତି ।

ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ କେନ୍ଦ୍ର ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ 500 ଟି ଟପ୍ କମ୍ପାନୀରେ 1 କୋଟି ଯୁବକଙ୍କୁ ଇଣ୍ଟର୍ନସିପ୍ ଭତ୍ତା ଏବଂ 6000 ଟଙ୍କା ସହାୟତା ପାଇଁ ମାସକୁ 5000 ଟଙ୍କା ଦେଇ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ ପାଇଁ ସରକାର ଏକ ଯୋଜନା ଆରମ୍ଭ କରିବେ। ସେହିପରି ନିର୍ମାଣ ହେବ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ ଦେଶର ବିଭିନ୍ନ ସହରରେ ନିର୍ମାଣ ହେବ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ । ବଛା ବଛା ସହରରେ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ ଓ ହାଟ ନିର୍ମାଣ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+