Budget 2024: ୧ ଟଙ୍କାରେ ପୂରା ବଜେଟ୍ର ହିସାବ ଜାଣନ୍ତୁ, ଟଙ୍କାଟିଏ ଆସିବ କୁଆଡୁ, ଟଙ୍କା ଟିଏ ଯିବ କୁଆଡ଼େ ?
ଅର୍ଥମନ୍ତ୍ରୀ ନିର୍ମଳା ଲଗାତର ସୀତାରମଣ ରେକର୍ଡ ୭ମ ଥର ପାଇଁ ଆଜି ବଜେଟ ଉପସ୍ଥାପନ କରିଛନ୍ତି । ପ୍ରାୟ ୧ ଘଣ୍ଟା ୩୦ ମିନିଟର ବଜେଟ ଭାଷଣରେ ସେ ସବୁ ବର୍ଗଙ୍କୁ ସନ୍ତୁଷ୍ଟ କରିବାକୁ ଚେଷ୍ଟା କରିଛନ୍ତି । ହେଲେ ଟିକସ ସ୍ଲାବରେ ପରିବର୍ତ୍ତନ ହୋଇନାହିଁ ।
ଦେଶବାସୀଙ୍କୁ ବିକଶିତ ଭାରତର ସ୍ୱପ୍ନ ସେ ଦେଖାଇଛନ୍ତି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମୋଟ ୪୮.୨୧ ଲକ୍ଷ ଟଙ୍କାରର ବଜେଟ ଉପସ୍ଥାପନ କରାଯାଇଛି।
ତେବେ ଏତେ ପରିମାଣର ବଜେଟକୁ ସାଧାରଣ ଲୋକ ବୁଝିବା ବେଶ ମୁସ୍କିଲ ହୋଇପାରେ । ତେଣୁ ଅପମାନ ୧ ଟଙ୍କାରେ ପୂରା ବଜେଟ୍ର ହିସାବ ଜାଣନ୍ତୁ..
ଟଙ୍କାଟିଏ ଆସିବ କୁଆଡ଼ୁ
ଋଣ ଓ ଅନ୍ୟାନ୍ୟ ଦାତା-୨୭ ପ.
କର୍ପୋରେସନ ଟିକସ-୧୭ ପ.
ଆୟକର-୧୯ ପ.
ସୀମା ଶୁଳ୍କ-୪ ପ.
କେନ୍ଦ୍ରୀୟ ଉତ୍ପାଦନ ଶୁଳ୍କ-୫ ପ.
ଜିଏସଟି ଓ ଅନ୍ୟାନ୍ୟ ଟିକସ-୧୮ ପ.
ଅଣ-ଟିକସ ରାଜସ୍ୱ- ୯ ପ.
ଅଣ-ଋଣ ପୁଞ୍ଜି ଆୟ-୧ ପ.

ଟଙ୍କା ଟିଏ ଯିବ କୁଆଡ଼େ
ଟିକସ ଓ ଶୁଳ୍କରୁ ରାଜ୍ୟର ଭାଗ- ୨୧ ପ.
ସୁଧ ଦେୟ- ୧୯ ପ.
କେନ୍ଦ୍ରୀୟ ଯୋଜନା- ୧୬ ପ.
ଫାଇନାନ୍ସ କମିଶନ ଓ ଅନ୍ୟ ଟ୍ରାନ୍ସଫର- ୯ ପ.
କେନ୍ଦ୍ର ପ୍ରାୟୋଜିତ ଯୋଜନା- ୮ ପ.
ପ୍ରତିରକ୍ଷା- ୮ ପ.
ସବସିଡି- ୬ ପ.
ପେନସନ- ୪ ପ.
ଅନ୍ୟାନ୍ୟ ଖର୍ଚ୍ଚ: ୯ପ.
-
୩୧ ରାଜ୍ୟସଭା ସାଂସଦ କୋଟିପତି -
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ......











Click it and Unblock the Notifications