Budget 2025 Tourism: ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି

ଶନିବାର ସଂସଦରେ ସାଧାରଣ ବଜେଟ ଆଗତ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଆଗତ କରିଛନ୍ତି । ଲଗାତାର ଅଷ୍ଟମ ଥର ପାଇଁ ସୀତାରମଣ ବଜେଟ ଉପସ୍ଥାପନ କରିଛନ୍ତି ।

ବଜେଟ ଉପସ୍ଥାପନ ବେଳେ ଅର୍ଥମନ୍ତ୍ରୀ ପର୍ଯ୍ୟଟନ ଶିଳ୍ପକୁ ଫୋକସ କରିଛନ୍ତି । ଏହି ଅବସରରେ ସେ କହିଛନ୍ତି ଯେ ପର୍ଯ୍ୟଟନ ବିକାଶ ପାଇଁ ୨୦ ହଜାର କୋଟି ବ୍ୟୟବରାଦ କରାଯାଇଛି । ଡେଷ୍ଟିନେସନ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ । ୫୦ଟି ଟୁରିଷ୍ଟ ସାଇଟର ବିକାଶ କରାଯିବ । ମେଡିକାଲ ଟୁରିଜିମକୁ ଅଧିକ ଗୁରୁତ୍ୱ ଦିଆଯିବ ।

20 thousand crores for tourism development

ସେହିପରି ସହରାଞ୍ଚଳ ବିକାଶ ପାଇଁ ୧ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି । ୨୦୨୮ ସୁଦ୍ଧା ଜଳ ଜୀବନ ମିଶନ ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଛି । ୧୧ ଗିଗା ୱାଟ ପରମାଣୁ ଶକ୍ତି ଉପôାଦନ ନେଇ ମଧ୍ୟ ଲକ୍ଷ୍ୟ ରଖାଯାଇଛି । ନୁ୍ୟକ୍ଲିର ଏନର୍ଜି ମିଶନ ପ୍ରତିଷ୍ଠା କରାଯିବ । ନୁ୍ୟକ୍ଲିର ଏନର୍ଜି ମିଶନ ପାଇଁ ୨୦ ହଜାର କୋଟି ବ୍ୟୟ ବରାଦ କରାଯାଇଛି । କ୍ଷୁଦ୍ର ମଡୁ୍ୟଲାର ରିଆକ୍ଟର ପ୍ରତିଷ୍ଠା କରି ଶକ୍ତି ଉପôାଦନ କରାଯିବ । ପରମାଣୁ ଶକ୍ତି ପାଇଁ ୨୦ ହଜାର କୋଟି ନିବେଶହେବ । ମଡିଫାଏଡ ଉଡ଼ାଣ ସ୍ମିମ ଲାଗୁ ହେବ । ଯୋଡ଼ି ହେବେ ଆଉ ୪ କୋଟି ବିମାନ ଯାତ୍ରୀ । ବିହାର ପାଟନାରେ ଏକ ଗ୍ରୀନଫିଲ୍ଡ ବିମାନବନ୍ଦର ପ୍ରତିଷ୍ଠା କରାଯିବ ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+