Budget 2025: ବଜେଟ୍ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ; ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ
୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ। ବଜେଟ୍ ଉପସ୍ଥାପନ କରୁଛନ୍ତି ଅର୍ଥମନ୍ତ୍ରୀ ସୀତାରମଣ। ଲଗାତାର ଅଷ୍ଟମ ଥର ପାଇଁ ଉପସ୍ଥାପନ କରୁଛନ୍ତି ସୀତାରମଣ । ଅର୍ଥନୀତିରେ ସମୃଦ୍ଧି ସାରା ବିଶ୍ବକୁ ଚକିତ କରିଛି ।
ଗତ ୧୦ ବର୍ଷରେ ଅନେକ ସଂସ୍କାର କରାଯାଇଛି। ଏଥର ବଜେଟ୍ରେ ୧୦ଟି କ୍ଷେତ୍ରକୁ ଗୁରୁତ୍ବ ଦିଆଯାଇଛି ।
ମଧ୍ୟମ ଶ୍ରେଣୀ ଲୋକଙ୍କ ବିକାଶକୁ ବେଶୀ ଗୁରୁତ୍ବ। ପ୍ରଧାନମନ୍ତ୍ରୀ କୃଷି ଧନ ଜନ ଯୋଜନାକୁ ପ୍ରାଥମିକତା। କୃଷି ଉତ୍ପାଦନ ବୃଦ୍ଧି ଉପରେ ରହିଛି ଗୁରୁତ୍ବ। ଏହା ଦ୍ବାରା ୧.୭ କୋଟି କୃଷକ ଉପକୃତ ହେବେ ।













Click it and Unblock the Notifications