ସଂସଦରେ ଶନିବାର ଦେଶର ସାଧାରଣ ବଜେଟ୍ ଉପସ୍ଥାପିତ ହେଉଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅଷ୍ଟମ ଥର ପାଇଁ ଲୋକସଭାରେ ସାଧାରଣ ବଜେଟ୍ ଉପସ୍ଥାପନ କରୁଛନ୍ତି।ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି, ସରକାର ଭାରତୀୟ ଡାକ ବିଭାଗକୁ ୧.୫ ଲକ୍ଷ ଗ୍ରାମୀଣ ଡାକଘର ସହିତ ଏକ ବୃହତ ଲଜିଷ୍ଟିକ୍ସ ସଂଗଠନରେ ପରିଣତ କରିବାକୁ ଯୋଜନା କରୁଛନ୍ତି । ଭାରତୀୟ ଡାକକୁ ୧.୫ ଲକ୍ଷ ଗ୍ରାମୀଣ ଡାକଘର ସହ ଏକ ବୃହତ ଲଜିଷ୍ଟିକ୍ସ ସଙ୍ଗଠନରେ ପରିଣତ କରାଯିବା । ଯାହା ଗ୍ରାମୀଣ ଅର୍ଥବ୍ୟବସ୍ଥା ପାଇଁ ଉତ୍ପ୍ରେରକ ହେବ ।