ସଂସଦରେ ବଜେଟ୍‌ ୨୦୨୬-୨୭ ଆଗତ, ଲଗାତାର ୯ମ ଥର ପାଇଁ ବଜେଟ୍‌ ଆଗତ କଲେ ନିର୍ମଳା

ସରିଲା ଅପେକ୍ଷା, ଖୋଲିଲା ପେଡ଼ି । ଆସିଲା କେନ୍ଦ୍ରୀୟ ବଜେଟ୍ । ମୋଦି ସରକାରଙ୍କ ତୃତୀୟ ପାଳିର ପୂର୍ଣ୍ଣାଙ୍ଗ ବଜେଟ୍ ସଂସଦରେ ଉପସ୍ଥାପନ ହୋଇଛି । ଆର୍ଥିକ ବର୍ଷ ୨୦୨୫-୨ ପାଇଁ ସଂସଦରେ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତର ନବମ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ।

Budget 2026-27

ବଜେଟ୍ ଅଭିଭାଷଣରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, "୧୨ ବର୍ଷ ପୂର୍ବେ ଆମେ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ଦେଶର ଅର୍ଥନୈତିକ ଗତି ସ୍ଥିରତା, ଆର୍ଥିକ ଶୃଙ୍ଖଳା, ନିରନ୍ତର ଅଭିବୃଦ୍ଧି ଏବଂ ମଧ୍ୟମ ମୁଦ୍ରାସ୍ଫୀତି ଦ୍ୱାରା ଚିହ୍ନିତ ହୋଇଛି। ଏହା ଅନିଶ୍ଚିତତା ଏବଂ ବାଧା ସମୟରେ ମଧ୍ୟ ଆମେ ନେଇଥିବା ସଚେତନ ନିଷ୍ପତ୍ତିର ଫଳାଫଳ।"

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+