Get Updates
Get notified of breaking news, exclusive insights, and must-see stories!

Budget Petrol Rate: ବଜେଟ ପରେ ରବିବାର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ

ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି। ବଜେଟ ପରେ ରବିବାର ତେଲ ରେଟ୍‌ ନୂଆ ଜାରି ହୋଇଛି। ଜାତୀୟ ସ୍ତରରେ ଇନ୍ଧନ ମୂଲ୍ୟରେ ସ୍ଥିରତା ଦେଖିବାକୁ ମିଳିଛି। କିନ୍ତୁ, ରବିବାର ଦିନ ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ କେତେ ଅଛି ଆସନ୍ତୁ ଜାଣିବା।

କିଛି ସ୍ଥାନରେ ଦର ଖସି ଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ଥିବା ଦେଖିବାକୁ ମିଳିଛି। ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ ମୂଲ୍ୟ ? ଆଜି ଭୁବନେଶ୍ୱରରେ ପେଟ୍ରୋଲ ରେଟ ୧୦୧.୧୧ ଟଙ୍କା ରହିଥିବା ବେଳେ ଲିଟରେ ଡିଜେଲ ତେଲ ରେଟ ୯୨.୬୯ ପଇସା ରହିଛି । ଦେଶର ରାଜଧାନୀ ଦିଲ୍ଲୀରେ ଆଜି ପେଟ୍ରୋଲ ମୂଲ୍ୟ (୧ ଲିଟର) ୯୪.୭୭ ରହିଥିବା ବେଳେ ଡିଜେଲ(୧ ଲିଟର) ୮୭.୬୭ ରହିଛି। ସେହିପରି ମୁମ୍ବାଇରେ ପେଟ୍ରୋଲ ମୂଲ୍ୟ (୧ ଲିଟର) ୧୦୩.୫୦ ରହିଥିବା ବେଳେ ଡିଜେଲ (୧ ଲିଟର) ୯୦.୦୩ ରହିଛି।

Budget Petrol Rate

ସୂଚନାଥାଉ କି, ଆପଣ ନିଜ ସହରରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ସହଜରେ ଜାଣିପାରିବେ। ଏଥିପାଇଁ ତୈଳ ମାର୍କେଟିଂ କମ୍ପାନୀଗୁଡିକର ୱେବସାଇଟକୁ ଯିବାକୁ କିମ୍ବା ଏକ SMS ପଠାଇବାକୁ ପଡିବ। ଯଦି ଆପଣ ଜଣେ ଇଣ୍ଡିଆନ ଅଏଲ ଗ୍ରାହକ ତେବେ ଆପଣ RSP ସହିତ 9224992249 ନମ୍ବରକୁ SMS ପଠାଇ ପାରିବେ ଏବଂ ଯଦି ଆପଣ ଜଣେ BPCL ଗ୍ରାହକ ତେବେ ଆପଣ RSP ଲେଖି 9223112222 ନମ୍ବରକୁ SMS ପଠାଇ ପାରିବେ । ଏହାପରେ ଆପଣଙ୍କୁ SMS ମାଧ୍ୟମରେ ଦର ବିଷୟରେ ସୂଚନା ମିଳିଯିବ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+