Get Updates
Get notified of breaking news, exclusive insights, and must-see stories!

ଆଜିଠୁ ସଂସଦରେ ବଜେଟ ଅଧିବେଶନ, ସମସ୍ତଙ୍କ ନଜର କେନ୍ଦ୍ର ସରକାରଙ୍କ ଉପରେ କାହାକୁ ଦେବେ କଣ ଉପହାର

ଆଜିଠୁ ସଂସଦର ବଜେଟ୍ ଅଧିବେଶନ ଆରମ୍ଭ ହେବ । ଏହାପୂର୍ବରୁ ଗତକାଲି ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ବିଭିନ୍ନ ଦଳର ନେତାମାନେ ଉପସ୍ଥିତ ଥିଲେ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ , ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ , ସ୍ଵାସ୍ଥ୍ୟମନ୍ତ୍ରୀ ଜେ.ପି ନଡ୍ଡା ପ୍ରମୁଖ ଏହି ବ୍ରେଠକରେ ଯୋଗ ଦେଇଥିଲେ। ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉଭୟ ଗୃହକୁ ସମ୍ବୋଧନ କରିବେ।

Budget session

ଏବଂ ବଜେଟ୍ ଅଧିବେଶନର ଶୁଭାରମ୍ଭ କରିବେ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ ତାରିଖରେ କେନ୍ଦ୍ର ବଜେଟ୍ ଉପସ୍ଥାପନ କରିବେ। ସଂସଦର ବଜେଟ୍ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରୀ ୩୧ରୁ ଆରମ୍ଭ ହୋଇ ଫେବୃଆରୀ ୧୩ରେ ଶେଷ ହେବ। ଅଧିବେଶନର ଦ୍ଵିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଆରମ୍ଭ ହୋଇ ଏପ୍ରିଲ ୪ରେ ଶେଷ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+