କାଲିଠାରୁ ସଂସଦର ବଜେଟ ଅଧିବେଶନ, ଆଜି ସର୍ବଦଳୀୟ ବୈଠକ

କାଲିଠାରୁ ସଂସଦର ବଜେଟ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି ସରକାର । ଅଧିବେଶନ ସୁରୁଖୁରୁରେ ଚଳାଇବାକୁ ସମସ୍ତ ରାଜନୈତିକ ଦଳଙ୍କ ସହଯୋଗ ଲୋଡ଼ିବେ ସରକାର ।

Budget

ଅଧିବେଶନର ଏଜେଣ୍ଡା ସଂପର୍କରେ ମଧ୍ୟ ଆଲୋଚନା ହେବ । ବଜେଟ୍ ଅଧିବେଶନ କାଲିଠାରୁ ଆରମ୍ଭ ହୋଇ ଏପ୍ରିଲ ୨ ତାରିଖ ପର୍ଯ୍ୟନ୍ତ ଚାଲିବ । ପ୍ରଥମ ପର୍ଯ୍ୟାୟ ଫେବ୍ରୁଆରୀ ୧୩ରେ ସରିବ । ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ମାର୍ଚ୍ଚ ୯ରେ ଆରମ୍ଭ ହେବ ।

ଏଥର କ୍ରମାଗତ ନବମ ଥର ପାଇଁ ବଜେଟ୍ ଉପସ୍ଥାପନ କରିବେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । କାଲି ଉଭୟ ରାଜ୍ୟସଭା ଓ ଲୋକସଭାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅଭିଭାଷଣରୁ ଆରମ୍ଭ ହେବ ଅଧିବେଶନ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+