ଆଜି ସରୁଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର, ୭ରେ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା

ଆଜି ସରୁଛି ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର । ରାଜନୈତିକ ଦଳ ମାନଙ୍କର ହେଭିୱେଟ ନିଜ ନିଜ ଦଳର ପ୍ରଚାର ପାଇଁ ଲାଗିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କଂଗ୍ରେସ ନେତା ରାହୁଲ ଗାନ୍ଧି, ପ୍ରିୟଙ୍କା ଗାନ୍ଧି, TMC ମୁଖ୍ୟ ମମତା ବାନାର୍ଜୀ ସହ ସମସ୍ତ ଦଳର ଷ୍ଟାର୍ କ୍ୟାମ୍ପେନର ନିଜ ଦଳ ବଳକୁ ପ୍ରଚାରରେ ଲଗାଇଛନ୍ତି।

campaigning

ନିର୍ବାଚନ ପ୍ରଚାରରେ କମ୍ପୁଛି ମଇଦାନ। ଏହାରି ଭିତରେ ଆଜି ସରୁଛି ତୃତୀୟ ପର୍ଯ୍ୟାୟ ଭୋଟ୍ ପାଇଁ କ୍ୟାମ୍ପେନିଂ। ତୃତୀୟ ପର୍ଯ୍ୟାୟ ଭୋଟ୍ ଲାଗି ଆଜି ସଂଧ୍ୟାରେ ସରୁଛି ପ୍ରଚାର। ତୃତୀୟ ପର୍ଯ୍ୟାୟରେ ୧୨ ରାଜ୍ୟର ୯୩ ଲୋକସଭା ଆସନରେ ମତଦାନ ହେବ। ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏ ଚାଲିବ ଭୋଟ୍ ଗ୍ରହଣ।

ତୃତୀୟ ପର୍ଯ୍ୟାୟରେ ଆସାମ, ବିହାର, ଛତିଶଗଡ, ଦାଦ୍ରା ଓ ନଗର ହାବେଳି ଏବଂ ଡାମନ ଓ ଡିଉ, ଗୋଆ, ଗୁଜରାଟ, ଜମ୍ମୁ-କାଶ୍ମୀର, କର୍ଣ୍ଣାଟକ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର, ଉତ୍ତରପ୍ରଦେଶ ଓ ପଶ୍ଚିମବଙ୍ଗରେ ମତଦାନ ଅନୁଷ୍ଠିତ ହେବ ।ସବୁଠୁ ଗୁରୁତ୍ବପୂର୍ଣ୍ଣ ରହିଛି ଗୁଜରାଟ, କର୍ଣ୍ଣାଟକ ଭଳି ବଡ଼ ରାଜ୍ୟ।ଗୁଜରାଟ ସୁରତରେ ବିନା ପ୍ରତିଦ୍ବନ୍ଦ୍ବିରେ ବିଜେପି ଜିତିବା ପରେ ବାକି ୨୫ ଆସନ ପାଇଁ ପଡ଼ିବ ଭୋଟ୍।କର୍ଣ୍ଣାଟକର ୧୪, ଉତ୍ତରପ୍ରଦେଶର ୧୦, ମହାରାଷ୍ଟ୍ରର ୧୧ ସିଟ୍ ରେ ମତଦାନ ହେବ। ଏଥିପାଇଁ ପ୍ରଧାନମନ୍ତ୍ରୀ ମୋଦି, ଗୃହମନ୍ତ୍ରୀ ଅମିତ ଶାହ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, କଂଗ୍ରେ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+