ଆତଙ୍କବାଦୀଙ୍କ ଟାର୍ଗେଟ୍ରେ ରାଜଧାନୀ ଦିଲ୍ଲୀ, ଗୁଇନ୍ଦା ସୂଚନା ପରେ ହାଇ ଆଲର୍ଟ ଜାରି
ଆତଙ୍କବାଦୀଙ୍କ ଟାର୍ଗେଟ୍ରେ ରାଜଧାନୀ ଦିଲ୍ଲୀ। ବଡ଼ ଧରଣର ବିସ୍ଫୋରଣ କରିବାକୁ ଲସ୍କର-ଏ-ତୋଏବାର ଯୋଜନା କରୁଥିବା କୁହାଯାଉଛି। ବିଭିନ୍ନ ବଡ଼ ବଡ଼ ମନ୍ଦିରକୁ ଟାର୍ଗେଟ୍ କରିଛି ଆତଙ୍କୀ ସଂଗଠନ। ଗୁଇନ୍ଦା ସୂଚନା ପରେ ଦିଲ୍ଲୀ ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି ।













Click it and Unblock the Notifications