Get Updates
Get notified of breaking news, exclusive insights, and must-see stories!

ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ରାଜଧାନୀ ଦିଲ୍ଲୀ, ଗୁଇନ୍ଦା ସୂଚନା ପରେ ହାଇ ଆଲର୍ଟ ଜାରି

ଆତଙ୍କବାଦୀଙ୍କ ଟାର୍ଗେଟ୍‌ରେ ରାଜଧାନୀ ଦିଲ୍ଲୀ। ବଡ଼ ଧରଣର ବିସ୍ଫୋରଣ କରିବାକୁ ଲସ୍କର-ଏ-ତୋଏବାର ଯୋଜନା କରୁଥିବା କୁହାଯାଉଛି। ବିଭିନ୍ନ ବଡ଼ ବଡ଼ ମନ୍ଦିରକୁ ଟାର୍ଗେଟ୍‌ କରିଛି ଆତଙ୍କୀ ସଂଗଠନ। ଗୁଇନ୍ଦା ସୂଚନା ପରେ ଦିଲ୍ଲୀ ପୋଲିସ ପକ୍ଷରୁ ହାଇ ଆଲର୍ଟ ଜାରି ।

terrorists
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+