ନିୟନ୍ତ୍ରଣ ହରାଇ ଟ୍ରେଲର ସହ ଧକ୍କା ହେଲା କାର, ଚାଲିଗଲା ୫ ଜୀବନ

ଛତିଶଗଡ଼ର ଜଶପୁର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଦ୍ରୁତଗାମୀ କାର୍ ନିୟନ୍ତ୍ରଣ ହରାଇ ଟ୍ରେଲର ସହ ଧକ୍କା ହେବା ଯୋଗୁଁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଏହି ଦୁର୍ଘଟଣାରେ ୫ ଜଣ ଯୁବକଙ୍କ ମୃତ୍ୟୁ ଘଟିଛି । ସୂଚନା ପାଇ ଘଟଣାସ୍ଥଳରେ ପୋଲିସ ତୁରନ୍ତ ପହଞ୍ଚି ସ୍ଥାନୀୟ ଲୋକଙ୍କ ସାହାଯ୍ୟରେ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଯାଇଛି ।

Car loses control and collides with trailer 5 killed

ସୂଚନାନୁଯାୟୀ, କାରରେ ଥିବା ଯୁବକମାନେ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖି ଫେରୁଥିଲେ । କାରଟି ଘଣ୍ଟା ପ୍ରତି ୧୦୦ କିଲୋମିଟର ବେଗରେ ଯାଉଥିବାବେଳେ ହଠାତ୍ ନିୟନ୍ତ୍ରଣ ହରାଇ ଟ୍ରଲର ସହିତ ଧକ୍କା ହୋଇଥିଲା । ଯାହାଫଳରେ ଘଟଣାସ୍ଥଳରେ ସମସ୍ତଙ୍କ ମୃତ୍ୟୁ ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି । ମୃତକଙ୍କ ପରିବାରକୁ ସୂଚନା ଦେଇଛି ପୋଲିସ । ଏଥିସହ ତଦନ୍ତ ମଧ୍ୟ ପୋଲିସ ଆରମ୍ଭ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+