ବର୍ଷକୁ ଦୁଇଥର CBSE କରିବ ବୋର୍ଡ ପରୀକ୍ଷା!
ନୂଆଦିଲ୍ଲୀ: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସଇ) ପରୀକ୍ଷାର ଢାଞ୍ଚାରେ ପରିବର୍ତ୍ତନ କରିବାକୁ ନିଷ୍ପତ୍ତି ନେଇଛି। ୨୦୨୫-୨୬ ଶିକ୍ଷାବର୍ଷରୁ ସିବିଏସଇ ଦଶମ ଏବଂ ଦ୍ୱାଦଶ ପରୀକ୍ଷା ବର୍ଷକୁ ଦୁଇଥର ଅନୁଷ୍ଠିତ ହେବ।ଏଥିପାଇଁ ଖୁବଶୀଘ୍ର ଡ୍ରାଫ୍ଟ ଜାରି କରାଯିବ, ଆଉ ଏଥିରେ ଲୋକଙ୍କ ମତାମତ ନିଆଯିବ ।

ସିବିଏସଇ ୨୦୨୬-୨୭ ଶିକ୍ଷାବର୍ଷରେ ବିଦେଶ ଛାତ୍ରଙ୍କ ପାଇଁ ବୈଷୟିକ ପାଠ୍ୟକ୍ରମ ଆରମ୍ଭ କରିବ । କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧମେନ୍ଦ୍ର ପ୍ରଧାନଙ୍କ ଅଧ୍ୟକ୍ଷତାରେ ହୋଇଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି । ଏହି ଉଚ୍ଚସ୍ତରୀୟ ବୈଠକରେ ସିବିଏସଇ ଗ୍ଲୋବାଲ ସ୍କୁଲର ଅଧିକାରୀ ଏବଂ ପ୍ରତିନିଧି ସାମିଲ ଥିଲେ । ଏଥିରେ ନୂଆ ପାଠ୍ୟକ୍ରମକୁ ବିକଶିତ କରିବା ଏବଂ ଲାଗୁ କରିବା ପାଇଁ ଆବଶ୍ୟକ ଯୋଜନା ଏବଂ ପଦକ୍ଷେପ ଉପରେ ଚର୍ଚ୍ଚା ଚାଲିଛି ।
ଏହାପୂର୍ବରୁ ୧୮ ଫେବୃଆରରେ ଶିକ୍ଷାମନ୍ତ୍ରୀ ଘୋଷଣା କରିଥିଲେ କି, ବର୍ଷକୁ ଦୁଇଥର ବୋର୍ଡ ପରୀକ୍ଷା ଆୟୋଜନ କରାଯିବା ନେଇ ସାଧାରଣ ଲୋକଙ୍କ ଠାରୁ ମତାମତ ନିଆଯିବ । ଛାତ୍ରଛାତ୍ରୀଙ୍କୁ ଟେନସନ ମୁକ୍ତ ବାତାବରଣରେ ଶିଖିବାର ମାହୋଲ କରିବା ପାଇଁ ସରକାର ଜୋର ଦେଇଛନ୍ତି । ପରୀକ୍ଷାରେ ସୁଧାର ଆଣିବା ପାଇଁ ଏହା ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ । ଶିକ୍ଷାମନ୍ତ୍ରୀ ସ୍କୁଲ ଶିକ୍ଷା ସଚିବ, ସିବିଏସଇ ଅଧ୍ୟକ୍ଷ ଏବଂ ମନ୍ତ୍ରଣାଳୟ ଏବଂ ସିବିଏସଇ ଏବଂ ଅନ୍ୟ ଅଧିକାରୀଙ୍କ ସହିତ ଏ ବିଷୟରେ ବିଚାର ବିମର୍ଷ କରାଯିବ ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications