ଆସିଲା ସିସିଟିଭି ଫୁଟେଜ, ଜାଣନ୍ତୁ କିଏ କରିଥିଲା ସୈଫ ଅଲ୍ଲୀ ଖାନଙ୍କ ଉପରେ ଆକ୍ରମଣ
ବୁଧବାର ବିଳମ୍ବିତ ରାତିରେ ବଲିଉଡ ଅଭିନେତା ସୈଫ ଅଲ୍ଲୀ ଖାନଙ୍କ ଉପରେ ମରଣାନ୍ତକ ଆକ୍ରମଣ ହୋଇଛି। ଏହି ଆକ୍ରମଣ କିଏ ଆଉ କାହିଁକି କରିଛି ଚର୍ଚ୍ଚା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ଫଟୋ ସାମ୍ନାକୁ ଆସିଛି।

ଗୁରୁବାର ମୁମ୍ବାଇ ପୋଲିସ କହିଛି ଯେ ଅଭିନେତାଙ୍କୁ ଆକ୍ରମଣ କରିଥିବା ବ୍ୟକ୍ତି ଚୋରି କରିବା ଉଦ୍ଦେଶ୍ୟରେ ଅଗ୍ନି ନିର୍ଗମନ ସିଡ଼ି ଦେଇ ଘରେ ପ୍ରବେଶ କରିଥିଲେ ଏବଂ ଅନେକ ସମୟ ସେଠାରେ ରହିଥିଲେ। ସୈଫ୍ ତାଙ୍କ ପରିବାର ସହିତ ରହୁଥିବା ୧୨ ନମ୍ବର ମହଲାର ସେହି କୋଠାର ସିସିଟିଭି ଫୁଟେଜରେ ସନ୍ଦିଗ୍ଧ ଅଭିଯୁକ୍ତ କଏଦ ହୋଇଛି।












Click it and Unblock the Notifications