Get Updates
Get notified of breaking news, exclusive insights, and must-see stories!

ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣା : CDS ବିପିନ ରାୱତ ଏବଂ ତାଙ୍କ ପତ୍ନୀଙ୍କ ସମେତ 13 ଜଣଙ୍କ ମୃତ୍ୟୁ

ଭାରତୀୟ ବାୟୁସେନା ହେଲିକପ୍ଟର ଦୁର୍ଘଟଣା : CDS ବିପିନ ରାୱତ ଏବଂ ତାଙ୍କ ପତ୍ନୀଙ୍କ ସମେତ 13 ଜଣହ୍କ ମୃତ୍ୟୁ, ସ୍ପଷ୍ଟ କଲା ଭାରତୀୟ ବାୟୁ ସେନା

ନୂଆଦିଲ୍ଲୀ : ତାମିଲନାଡୁର କୁନ୍ନୁରରେ ବୁଧବାର ଭାରତୀୟ ବାୟୁ ସେନାର ଏକ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି ହେଲିକପ୍ଟରରେ ଡିଫେନ୍ସ ଷ୍ଟାଫ୍ ଜେନେରାଲ୍ ବିପିନ ରାୱତ ଏବଂ ତାଙ୍କ ପତ୍ନୀ ଡ଼ ମଧୁଲିକା ରାୱତଙ୍କ ସମେତ 14 ଜଣ ଥିଲେ । ଦୁର୍ଘଟଣାରେ CDS ବିପିନ ରାୱତ ଏବଂ ତାଙ୍କ ପତ୍ନୀଙ୍କ ସମେତ ଅନ୍ୟ 11 ଜଣଙ୍କ ମୃତ୍ୟୁ ହୋଇଛି । ଏନେଇ ବାରତୀୟ ବାୟୁସେନା ଟ୍ୱିଟ୍ କରି ସ୍ପଷ୍ଟ କରିଛି ।

Bipin Rawat

ପ୍ରାରମ୍ଭିକ ଭାବରେ ଉଦ୍ଧାର କାର୍ଯ୍ୟ ସମୟରେ ରାୱତଙ୍କ ସମେତ 3 ଜଣଙ୍କୁ ଉଦ୍ଧାର କରାଯାଇ ୱେଲିଂଟନ୍ ଏୟାର ବେସରେ ଭର୍ତ୍ତି କରାଯାଇଥିବା ନେଇ ଖବର ଆସିଥିଲା । ତେବେ ମିଳିଥିବା ଶେଷ ଖବର ଅନୁଯାୟୀ 13 ଜଣଙ୍କ ପ୍ରାଣହାନୀ ହୋଇଥିବା ବେଳେ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+