ବିକଶିତ ଭାରତ ଜିରାମଜି ଯୋଜନା ଅଧୀନରେ କେନ୍ଦ୍ରର ଅବଦାନ ୯୫ ହଜାର କୋଟି ଟଙ୍କାକୁ ବୃଦ୍ଧି
କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନ କହିଛନ୍ତି, ବିକଶିତ ଭାରତ ଜିରାମଜି ଯୋଜନା ଅଧୀନରେ କେନ୍ଦ୍ରର ଅବଦାନ ୯୫ ହଜାର କୋଟି ଟଙ୍କାକୁ ବୃଦ୍ଧି କରାଯାଇଛି । ମନରେଗା ଯୋଜନା ଅଧୀନରେ ଏହା ୮୬ ହଜାର କୋଟି ଟଙ୍କା ରହିଥିଲା । ଗ୍ରାମୀଣ ନିଯୁକ୍ତି କ୍ଷେତ୍ର ପାଇଁ ସରକାରଙ୍କ ନିରନ୍ତର ପ୍ରୟାସ ଓ ସମର୍ଥନକୁ ଏହା ପ୍ରତିପାଦନ କରୁଛି ବୋଲି ସେ କହିଛନ୍ତି । ଏକ ଇଂରାଜୀ ଦୈନିକ ପତ୍ରିକାରେ ଲେଖା ପ୍ରକାଶ କରି ଶ୍ରୀ ଚୌହାନ କହିଛନ୍ତି, ବିକଶିତ ଭାରତ ଜିରାମଜି ଆଇନ-୨୦୨୫ ନିଶ୍ଚିତ ନିଯୁକ୍ତିକୁ ୧୨୫ ଦିନକୁ ବୃଦ୍ଧି କରିଛି ।
ଏହି ଆଇନ ଅଧୀନରେ କେବଳ କାର୍ଯ୍ୟକାରୀ ସଂସ୍ଥା ଭାବରେ ନୁହେଁ, ବରଂ ପ୍ରତ୍ୟେକ ରାଜ୍ୟ ବିକାଶର ଅଂଶୀଦାର ଭାବେ ସାମିଲ ହେବେ । ବୈଧାନିକ ଢ଼ାଞ୍ଚା ମାଧ୍ୟମରେ ରାଜ୍ୟଗୁଡ଼ିକ ନିଜସ୍ୱ ଯୋଜନାକୁ ପ୍ରସ୍ତୁତ ଏବଂ କାର୍ଯ୍ୟକାରୀ କରିବାକୁ ଏହି ଆଇନରେ ଅଧିକାର ପ୍ରଦାନ କରାଯାଇଛି ବୋଲି ସେ କହିଛନ୍ତି । ଶ୍ରୀ ଚୌହାନ କହିଛନ୍ତି, ମନରେଗା ଯୋଜନା ଅଧୀନରେ ୟୁପିଏ ସରକାର ୨ଲକ୍ଷ ୧୩ ହଜାର କୋଟି ଟଙ୍କା ଖର୍ଚ୍ଚ କରିଥିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱାଧୀନ ସରକାର ଇତିମଧ୍ୟରେ ୮ ଲକ୍ଷ ୫୩ ହଜାର କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି ।

-
ଇରାନ ଜାହାଜକୁ ନେଇ ମୁହଁ ଖୋଲିଲେ ଜୟଶଙ୍କର ‘ଆମେ ଯାହା କରିଛୁ ଠିକ୍ କରିଛୁ’, -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା .....












Click it and Unblock the Notifications