ଲୋକସଭାରେ ପାରିତ ହେଲା କେନ୍ଦ୍ରୀୟ ଅବକାରୀ ସଂଶୋଧନ ବିଲ୍ ୨୦୨୫
କେନ୍ଦ୍ରୀୟ ଅବକାରୀ ସଂଶୋଧନ ବିଲ୍ ୨୦୨୫ ଆଜି ଲୋକସଭାରେ ପାରିତ ହୋଇଛି । ଅବକାରୀ ଆଇନ୍ ୧୯୪୪କୁ ସଂଶୋଧନ କରାଯାଇ ବିଭିନ୍ନ ତମାଖୁ ସାମଗ୍ରୀ ଉପରେ ଅବକାରୀ ଶୁଳ୍କ ଏବଂ ସେସ୍ ବୃଦ୍ଧି କରାଯାଇଛି । ସିଗାରେଟ୍, ସିଗାର, ହୁକ୍କା, ତମାଖୁ, ଜର୍ଦ୍ଦା ଆଦି ବିଭିନ୍ନ ପ୍ରକାର ତମାଖୁ ସାମଗ୍ରୀ ଏହା ମଧ୍ୟରେ ଅନ୍ତର୍ଭୁକ୍ତ ।

ବିଲ୍ ଆଲୋଚନାର ଉତ୍ତର ଦେଇ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି, ଏହା ଅତିରିକ୍ତ କର କିମ୍ବା ନୂତନ ଆଇନ୍ ନୁହେଁ । ଜି.ଏସ୍.ଟି. ଲାଗୁ ହେବା ପରେ ମଧ୍ୟ କ୍ଷତିପୂରଣ ସେସ୍ ପ୍ରଦାନ ଜୁଲାଇ ୨୦୧୭ରୁ ୨୪ ପର୍ଯ୍ୟନ୍ତ ଅପରିବର୍ତ୍ତିତ ରହିଛି । ତମାଖୁ ସାମଗ୍ରୀର ମୂଲ୍ୟ ଜି.ଏସ୍.ଟି. ଲାଗୁ ହେବା ପରେ ବୃଦ୍ଧି ପାଇଛି । ତମାଖୁ ବ୍ୟବହାରକୁ ପ୍ରତିହତ କରିବା ଲକ୍ଷ୍ୟ ନେଇ ସରକାରଙ୍କ ପକ୍ଷରୁ ଏହି ସଂଶୋଧିତ ନୀତି କାର୍ଯ୍ୟକାରୀ କରିବାକୁ ଲକ୍ଷ୍ୟ ରଖାଯାଇଛି ବୋଲି ଅର୍ଥମନ୍ତ୍ରୀ କହିଛନ୍ତି ।
More From
-
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ଯୁଦ୍ଧ ଭିତରେ ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ କଥା ହେଲେ ଟ୍ରମ୍ପ, କହିଲେ ଆଲୋଚନା... -
T20 ବିଶ୍ୱକପ: କେତେ ମିଳିଲା ପୁରସ୍କାର ରାଶି ? -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ












Click it and Unblock the Notifications