କୋଲକାତା ବଳାତ୍କାର-ହତ୍ୟା ମାମଲା: ପୂର୍ବତନ ପ୍ରିନ୍ସିପାଲ୍‌ଙ୍କର ହେବ ଲାଏ ଡିଟେକ୍ଟର ଟେଷ୍ଟ୍‌

ଆର୍‌ଜି କର ମେଡିକାଲ କଲେଜରେ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ଘଟଣାକୁ ନେଇ ସାରା ଦେଶରେ ନିଆଁ ଜଳୁଛି। ଏହାକୁ ବିରୋଧରେ ଡାକ୍ତରଙ୍କ ଆନ୍ଦୋଳନ ଜାରି ରହିଛି। ୩୧ ବର୍ଷୀୟା ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟା ପରେ ଡାକ୍ତରମାନେ ଧର୍ମଘଟ କରିବା ନେଇ ସୁପ୍ରିମକୋର୍ଟ ଦୁଷ୍କର୍ମ ଓ ହତ୍ୟା ଘଟିଥିବା ସ୍ଥାନରେ ସୁରକ୍ଷା ବଳ ନିୟୋଜିତ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ex-principal may undergo lie detector test

ଏହି ସମୟରେ, ସିବିଆଇ ଅଧିକାରୀମାନେ ଆରଜି କର ଡାକ୍ତରଖାନାର ପୂର୍ବତନ ପ୍ରିନ୍ସିପାଲ ଡକ୍ଟର ସନ୍ଦୀପ ଘୋଷଙ୍କର ମିଥ୍ୟା ଚିହ୍ନଟ ପରୀକ୍ଷା ବା ଲାଏ ଡିଟେକ୍ଟର ଟେଷ୍ଟ୍‌ କରିପାରନ୍ତି। ଟ୍ରେନି ଡାକ୍ତରଙ୍କ ଦୁଷ୍କର୍ମ ଓ ହତ୍ୟାକୁ ନେଇ କୋଲକାତାରେ ବିରୋଧ ପରେ ସେ ଇସ୍ତଫା ଦେଇଛନ୍ତି ବୋଲି ନ୍ୟୁଜ୍ ଏଜେନ୍ସି ପିଟିଆଇ ରିପୋର୍ଟ କରିଛି। ପଚରାଉଚରା ପାଇଁ ଘୋଷ ପୂର୍ବରୁ ଯାଞ୍ଚ ଏଜେନ୍ସିରେ ହାଜର ହୋଇସାରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+