କେନ୍ଦ୍ର ସରକାର ବୃଦ୍ଧି କଲେ ରବି ଫସଲ ପାଇଁ ସର୍ବନିମ୍ନ ସହାୟକ ମୂଲ୍ୟ

କେନ୍ଦ୍ର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି ୨୦୨୬-୨୭ ବିପଣନ ଋତୁ ପାଇଁ ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧିକୁ ଅନୁମୋଦନ କରିଛନ୍ତି।

pm modi

ନୂଆଦିଲ୍ଲୀରେ ବୁଧବାର ଅନୁଷ୍ଠିତ କ୍ୟାବିନେଟ ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ସୂଚନା ଏବଂ ପ୍ରସାରଣ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, ଚାଷୀମାନଙ୍କୁ ସେମାନଙ୍କ ଉତ୍ପାଦର ଲାଭଦାୟକ ମୂଲ୍ୟ ସୁନିଶ୍ଚିତ କରିବା ପାଇଁ ସରକାର ରବି ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି କରିଛନ୍ତି। ତୈଳବୀଜ ପାଇଁ ସର୍ବାଧିକ କ୍ୱିଣ୍ଟାଲ ପିଛା ୬୦୦ ଟଙ୍କା ଓ ମସୁର ପାଇଁ କ୍ୱିଣ୍ଟାଲ ପିଛା ୩୦୦ ଟଙ୍କା ବୃଦ୍ଧି କରାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+