ପେଟ୍ରୋଲ ଓ ଡିଜେଲ ଦରରେ ପରିବର୍ତ୍ତନ, ତେଲ ପକାଇବା ପୂର୍ବରୁ ଜାଣନ୍ତୁ ଆଜି କେତେ ଅଛି ଦର?
ପ୍ରତିଦନ ସକାଳେ ପେଟ୍ରୋଲ ଓ ଡିଜେଲ ଦାମରେ ପରିବର୍ତ୍ତନ ହୋଇଥାଏ। ଆଜି ମଧ୍ୟରୁ ସକାଳୁ ସକାଳୁ ଜାରି ହେଇଛି ନୂଆ ପେଟ୍ରୋଲ ଓ ଡିଜେଲ ଦର। ଅଏଲ ମାର୍କେଟିଂ କମ୍ପାନୀମାନେ ଦେଶର ସମସ୍ତ ରାଜ୍ୟ ପାଇଁ ପେଟ୍ରୋଲ-ଡିଜେଲ ଦାମ୍ ଜାରି କରିଦେଇଛନ୍ତି । କିନ୍ତୁ ଆଜି ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ପ୍ରତିଦିନ ତେଲର ନୂଆ ଦର ନିର୍ଦ୍ଧାରଣ କରାଯାଇଥାଏ । ହେଲେ ଭୁବନେଶ୍ୱରରେ ପେଟ୍ରୋଲ ଏବଂ ଡିଜେଲ ଦାମରେ ସାମାନ୍ୟତମ ପରିବର୍ତ୍ତନ ଦେଖିବାକୁ ମିଳିଛି। ଆଜି ଭୁବନେଶ୍ୱରରେ ପେଟ୍ରୋଲ ଦର ୧୦୧.୦୩ ଟଙ୍କା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨.୬୦ ପଇସା ରହିଛି ।

ସେହିପରି ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫. ୪୧ ଟଙ୍କା ଥିବାବେଳେ ଡିଜେଲ ଦର ୯୨ ଟଙ୍କା ୦୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୩ ପଇସା ଥିବା ବେଳେ ଡିଜେଲ ଦାମ ୯୨ ଟଙ୍କା ୬୧ ପଇସା ରହିଛି ।
ପ୍ରତ୍ୟେକ ଦିନ ସକାଳ ୬ଟାରେ ପେଟ୍ରୋଲ ଏବଂ ଡିଜେଲ୍ ଦାମରେ ପରିବର୍ତ୍ତନ ହୋଇଥାଏ । ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟରେ ଏକ୍ସାଇଜ୍ ଡ୍ୟୁଟି, ଡିଲର କମିଶନ ଏବଂ ଅନ୍ୟାନ୍ୟ ଜିନିଷ ଯୋଡିବା ପରେ ଏହାର ମୂଲ୍ୟ ପ୍ରାୟ ଦ୍ୱିଗୁଣିତ ହୁଏ । ବୈଦେଶିକ ମୂଲ୍ୟ ସହିତ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ମୂଲ୍ୟ ଉପରେ ନିର୍ଭର କରି ପେଟ୍ରୋଲ ଏବଂ ଡିଜେଲ ମୂଲ୍ୟ ପ୍ରତିଦିନ ବଦଳିଥାଏ ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼






Click it and Unblock the Notifications