ପୋଲିସ୍ ଏନକାଉଣ୍ଟରରେ ଜଣେ ମାଓବାଦୀ ମୃତ

ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲରା ୧୭ ଜଣ ନକ୍ସଲଙ୍କ ଏନକାଉଣ୍ଟରରେ ମୃତ୍ୟୁ ଘଟିଥିଲା। ଆଜି ପୁଣି ସୁକମାର ବାସାଗୁଡା ଥାନା ଅଂଚଳର ଟେକମେଟା ଜଂଗଲରେ ଏନକାଉଣ୍ଟରରେ ଜଣେ ନକ୍ସଲର ମୃତ୍ୟୁ ହୋଇଛି। ବିସ୍ବସ୍ତ ସୂତ୍ରରୁ ଖବର ପାଇ ବିଜାପୁର ଡିଆରଜି, କୋବ୍ରା ଯବାନ, ସିଆରପିଏଫ ଯବାନ ଟେକମେଟା ଜଂଗଲରେ ଚଢାଉ କରିଥିଲେ।

bsf

ଆଜି ସକାଳେ ନକ୍ସଲ ଏବଂ ଯବାନଙ୍କ ମଧ୍ୟରେ ଗୁଳିବିନିମୟ ଘଟିଥିଲା। ଦୀର୍ଘ ସମୟ ଧରି ଗୁଳିବିନିମୟ ପରେ ଘଟଣାସ୍ଥଳରୁ ଜଣେ ନକ୍ସଲର ମୃତ ଦେହକୁ ଠାବ କରିଥିଲେ ଯବାନ। ଏଥିସହ ଘଟଣାସ୍ଥଳରୁ ବନ୍ଧୁକ ସହ ମାଓ ସାମଗ୍ରୀ ମଧ୍ୟ ଜବତ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+