Get Updates
Get notified of breaking news, exclusive insights, and must-see stories!

ପ୍ରଧାନମନ୍ତ୍ରୀ ଓ ଅର୍ଥ ମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି।

mohan majhi

କେନ୍ଦ୍ର ସରକାରଙ୍କ ବଜେଟରେ ୧୨ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ କରଛାଡ଼ ଘୋଷଣାକୁ ସ୍ବାଗତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏଥିଲାଗି ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ କୃତଜ୍ଞତା ଜଣାଇଛନ୍ତି। ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ।
ସେ କହିଛନ୍ତି ଏହାଦ୍ବାରା ନାଗରିକମାନେ ସଶକ୍ତ ହେବେ ଏବଂ ଅର୍ଥନୀତିକୁ ସମୃଦ୍ଧ କରିବ। ୨୦୨୫ -୨୬ ଆର୍ଥିକବର୍ଷ ଲାଗି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଉପସ୍ଥାପନ କରିଥିବା ବଜେଟ୍ ଉପରେ ଆଜି ଏଭଳି ଢଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+