ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି

Odisha News: ମୁଖ୍ୟମନ୍ତ୍ରୀଙ୍କ ବଡ଼଼ ଘୋଷଣା । ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ମିଳିବ ନିଯୁକ୍ତି । ଶନିବାର ଦିନ ଜାତୀୟ ସଡ଼କ ସୁରକ୍ଷା ଅଭିଯାନର ଶୁଭାରମ୍ଭ କରିବା ସହ ଲୋୟର ପିଏମଜିରେ ରାମ ମନ୍ଦିର ପର୍ଯ୍ୟନ୍ତ ଏକ ସଚେତନତା ପଦଯାତ୍ରାର ଆୟୋଜନ କରାଯାଇଥିଲା । ଏହି ଅବସରରେ ଓଡ଼ିଶା ଯାତ୍ରୀ ଆପର ମଧ୍ୟ ଶୁଭାରମ୍ଭ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Odisha News

ସେହିପରି ସଡ଼କ ସୁରକ୍ଷା ଏବଂ ଟ୍ରାଫିକ୍ ନିୟମ ପାଳନ କରିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ସଚେତନ କରାଇଥିଲେ । ଟ୍ରାଫିକ୍ ସମସ୍ୟା ପାଇଁ ୨ ହଜାର ଟ୍ରାଫିକ୍ କର୍ମଚାରୀଙ୍କ ପୋଷ୍ଟ ବାହାରିବ ଏବଂ ଚଳିତ ବର୍ଷ ୫୦୦ ଟ୍ରାଫିକ କର୍ମଚାରୀଙ୍କୁ ନିଯୁକ୍ତି ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+