Get Updates
Get notified of breaking news, exclusive insights, and must-see stories!

୧୦ ନଭେମ୍ବରରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ୧୦ ତାରିଖ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ । ଏ ସମ୍ପର୍କରେ ଆଜି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

mohan majhi

ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଅଭିଯୋଗ ଶୁଣାଣି ଶିବିର ବନ୍ଦ ରହିବ । ପରବର୍ତ୍ତୀ ଅଭିଯୋଗ ଶୁଣାଣିର ତାରିଖ ଜନସାଧାରଣଙ୍କୁ ସମ୍ବାଦପତ୍ର ତଥା ଅନ୍ୟ ଗଣ ମାଧ୍ୟମ ଜରିଆରେ ଜଣାଇ ଦିଆଯିବ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+