ପ୍ରଧାନମନ୍ତ୍ରୀ ମୋଦିଙ୍କ ଚୀନ ଗସ୍ତ ଯୋଜନାକୁ ଚୀନ କଲା ସ୍ୱାଗତ

ଆମେରିକା ସହିତ ଶୁଳ୍କ ବିବାଦ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗାମୀ ବେଜିଂ ଗସ୍ତ ନେଇ ଆନନ୍ଦ ପ୍ରକାଶ କରିଛି ଚୀନ। ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏହି ସମ୍ଭାବ୍ୟ ଗସ୍ତକୁ ଚୀନ୍ ଦୁଇ ଦେଶ ମଧ୍ୟରେ ସମ୍ପର୍କକୁ ଉନ୍ନତ ଏବଂ ମଜବୁତ କରିବା ଦିଗରେ ଏକ ସକାରାତ୍ମକ ପଦକ୍ଷେପ ବୋଲି କହିଛି। ଚଳିତ ମାସ ଶେଷରେ ଅନୁଷ୍ଠିତ ହେବାକୁ ଥିବା ସାଂଘାଇ ସହଯୋଗ ସଂଗଠନ (ଏସସିଓ) ତିଆନଜିନ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ଭାବ୍ୟ ଗସ୍ତକୁ ଶୁକ୍ରବାର ଚୀନ୍ ବୈଦେଶିକ ମନ୍ତ୍ରଣାଳୟ ସ୍ୱାଗତ କରିଛି।

modi

ଯଦି ପ୍ରଧାନମନ୍ତ୍ରୀ ମୋଦୀ ଚୀନ୍ ଗସ୍ତ କରନ୍ତି, ତେବେ ଏହା ସାତ ବର୍ଷର ବ୍ୟବଧାନ ପରେ ତାଙ୍କର ପ୍ରଥମ ଗସ୍ତ ହେବ। କୁହାଯାଉଛି ଯେ ପ୍ରଧାନମନ୍ତ୍ରୀ ମୋଦୀ ଚଳିତ ମାସ ଶେଷରେ ଏସସିଓ ବାର୍ଷିକ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ଚୀନ୍ ଗସ୍ତ କରିପାରନ୍ତି। ତଥାପି, ସରକାର ଏପର୍ଯ୍ୟନ୍ତ ଏହାକୁ ଆନୁଷ୍ଠାନିକ ଭାବରେ ନିଶ୍ଚିତ କରିନାହାଁନ୍ତି। ଚୀନ୍ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଗୁଓ ଜିଆକୁନ୍ କହିଛନ୍ତି ଯେ ଚୀନ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଏସସିଓ ତିଆନଜିନ୍ ଶିଖର ସମ୍ମିଳନୀ ପାଇଁ ସ୍ୱାଗତ କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+