ଟ୍ରେଣ୍ତରେ ଥିବା ଚିରାଗ ପାସୱାନଙ୍କୁ ମିଳିକ ଏହି ବିଭାଗ !
Chirag Paswan Portfolios: ଦେଶରେ ଏନଡିଏ ସରକାର ଗଠନ ହୋଇଛି ଏବଂ ତୃତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମେତ 71 କ୍ୟାବିନେଟ୍ ମନ୍ତ୍ରୀ ମଧ୍ୟ ତାଙ୍କ ସହ ଶପଥ ନେଇଥିଲେ । ଶପଥ ଗ୍ରହଣ କରିଥିବା ମନ୍ତ୍ରୀଙ୍କ ମଧ୍ୟରେ ହାଜିପୁର ଲୋକସଭା ଆସନରୁ ନିର୍ବାଚିତ ଚିରାଗ ପାସୱାନ୍ ମଧ୍ୟ ସାମିଲ ଅଛନ୍ତି ।
ପୂର୍ବତନ ଭେଟେରାନ ନେତା ରାମ ଭିଲାସ ପାସୱାନଙ୍କ ପୁଅ ଚିରାଗ ଶପଥ ଗ୍ରହଣ ସମାରୋହରେ ପହଞ୍ଚିବା ପରେ ତାଙ୍କ ଚେହେରାର ଚରମ ଭିନ୍ନ ଥିଲା । ସେ ସୋସିଆଲ ମିଡିଆରେ ଟ୍ରେଣ୍ତ କରୁଛନ୍ତି । 41 ବର୍ଷିୟ ଚିରାଗ ପାସୱାନ୍ ଏନଡିଏ ମିଳିତ ମଞ୍ଚର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ । ବର୍ତ୍ତମାନ ପ୍ରଶ୍ନ ଉଠୁଛି ମୋଦିଙ୍କ ପ୍ରିୟ ଚିରାଗଙ୍କୁ କେଉଁ ବିଭାଗ ମିଳିବ । ଯାହାକୁ ନେଇ ଅନେକ କଳ୍ପନାଜଳ୍ପନା ଲାଗି ରହିଛି ।

ଚିରାଗଙ୍କୁ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀ କରାଯାଇପାରେ ଚର୍ଚ୍ଚା ହେଇଛି ଯେ, ଚିରାଗଙ୍କୁ କେନ୍ଦ୍ର ରସାୟନ ଓ ସାର ମନ୍ତ୍ରୀର ଦାୟିତ୍ୱ ମିଳିପାରେ । ହେଲେ ଏହା କେବଳ ଆଲୋଚନା । ହେଲେ ବର୍ତ୍ତମାନ ତାଙ୍କ ପୋର୍ଟଫୋଲିଓ କ'ଣ ହେବ ତାହା ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ ପରେ ସ୍ପଷ୍ଟ ହେବ ।
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications