ଅମରନାଥରେ ଗୁମ୍ଫା ନିକଟରେ ବର୍ଷା, 5 ମୃତ
ଜମ୍ମୁ ଓ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା। ଏଥିରେ 5 ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ବର୍ଷାରେ ଏବେ ଅନେକ ଲୋକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ପାଣିରେ କିଛି ତୀର୍ଥଯାତ୍ରୀ ଶିବିର ମଧ୍ୟ ଭାସିଯାଇଛି।
ଶ୍ରୀନଗର: ଜମ୍ମୁ ଓ କଶ୍ମୀରର ପବିତ୍ର ଅମରନାଥ ଗୁମ୍ଫା ନିକଟରେ ବାଦଲ ଫଟା ବର୍ଷା। ଏଥିରେ 5 ଜଣଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଏହି ବର୍ଷାରେ ଏବେ ଅନେକ ଲୋକ ନିଖୋଜ ହୋଇଯାଇଥିବା ଜଣାପଡ଼ିଛି। ପାଣିରେ କିଛି ତୀର୍ଥଯାତ୍ରୀ ଶିବିର ମଧ୍ୟ ଭାସିଯାଇଛି।













Click it and Unblock the Notifications