ବଦଳିପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ! ବିରେନ ସିଂହଙ୍କ ଇସ୍ତଫା ଦାବି
CM Biren Singh: ବଦଳିପାରନ୍ତି ମଣିପୁର ମୁଖ୍ୟମନ୍ତ୍ରୀ! ବର୍ତ୍ତମାନ ଏପରି ଚର୍ଚ୍ଚା ହେବା ଆରମ୍ଭ ହୋଇଯାଇଛି । ଏହାରି ମଧ୍ୟରେ ମଣିପୁରର କିଛି ବିଧାୟକ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ରିପୋର୍ଟ ଅନୁସାରେ, ଏମାନେ ଦିଲ୍ଲୀରେ କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟି ବିରେନ ସିଂହଙ୍କ ଇସ୍ତଫା ଦାବି କରିପାରନ୍ତି । ହେଲେ ଏହାକୁ ଏକ ଗୁଜବ ବୋଲି କହିଛନ୍ତି ମଣିପୁର ମୁଖ୍ୟମନ୍ତ୍ରୀ । କିଛି ଲୋକ ସ୍ୱାର୍ଥ ପାଇଁ ଏପରି ଗୁଜବ ପ୍ରଚାର କରୁଛନ୍ତି ବୋଲି ସେ କହିଛନ୍ତି ।

ସୂଚନା ଅନୁସାରେ,ମଣିପୁରରେ ବତ ବର୍ଷ ଆରମ୍ଭ ହୋଇଥିବା ଜାତିଗତ ହିଂସା ପରଠାରୁ ଏଠାରେ ହିଂସାତ୍ମାତ ଘଟଣା ଜାରି ରହିଛି । ଯାହାକୁ ନେଇ ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହଙ୍କୁ ବିରୋଧ କରାଯାଉଛି । ବିରୋଧୀ ବାରମ୍ବାର ତାଙ୍କ ଇସ୍ତଫା ଦାବି କରି ଆସୁଛନ୍ତି । ଯାହା ପରେ ଚର୍ଚ୍ଚା ହେଉଛି ଯେ, ବିରେନ ସିଂହଙ୍କ ହାତରୁ ମୁଖ୍ୟମନ୍ତ୍ରୀ ପଦ ଯାଇପାରେ । ହେଲେ ନିଜେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବୀରେନ୍ ସିଂହ ଏହି ଗୁଜବ ଉପରେ ବ୍ରେକ୍ ଲଗାଇଛନ୍ତି ।
ସେ କହିଛନ୍ତି, ମଣିପୁରରେ ଜାରି ରହିଥିବା ଜାତୀୟ ହିଂସାର ସମାଧାନ ପାଇଁ ବିଧାୟକମାନେ ବିଜେପି ନେତୃତ୍ୱ ଏବଂ କେନ୍ଦ୍ରୀୟ ନେତାଙ୍କୁ ଭେଟିବା ପାଇଁ ଦିଲ୍ଲୀ ଗସ୍ତରେ ଯାଇଛନ୍ତି । ସେହିପରି ନିର୍ବାଚନରେ ବିଜୟ ପରେ ଦିଲ୍ଲୀ ଯାଇ କିଛି ନେତା କେନ୍ଦ୍ରୀୟ ନେତୃତ୍ୱଙ୍କୁ ଭେଟିବେ ବୋଲି ମଧ୍ୟ ସେ କହିଛନ୍ତି ।
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications