କନଷ୍ଟେବଳ ନିଯୁକ୍ତି ପରୀକ୍ଷାରେ କୃତକାର୍ଯ୍ୟ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ଜଣାଇଲେ ଅଭିନନ୍ଦନ
ରାଜ୍ୟରେ କନଷ୍ଟେବଳ / ସିପାହୀ ନିଯୁକ୍ତି ପାଇଁ ହୋଇଥିବା ପରୀକ୍ଷାରେ କୃତକାର୍ଯ୍ୟ ସମସ୍ତ ପରୀକ୍ଷାର୍ଥୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ୨୦୮୦ ପଦବୀ ପାଇଁ ନିଯୁକ୍ତି ବିଜ୍ଞାପନ ପ୍ରକାଶ ପାଇଥିଲା।

ଏଥିପାଇଁ ଅନୁଷ୍ଠିତ ପରୀକ୍ଷାରେ ସମୁଦାୟ ୧୮୫୩ ଜଣ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି।ନଷ୍ଟେବଳ , ସିପାହୀ ଭାବେ ଏହି ନିଯୁକ୍ତି ଲୋକଙ୍କୁ ଆହୁରି ଉନ୍ନତ ପୁଲିସ ସେବା ପ୍ରଦାନରେ ସହାୟକ ହେବା ସହ ରାଜ୍ୟରେ ଆଇନ ଶୃଙ୍ଖଳା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ କରିବ।












Click it and Unblock the Notifications