୨୦୨୫ ଜୁନ ସୁଦ୍ଧା ସରିବ ରାମ ମନ୍ଦିର ନିର୍ମାଣ କାର୍ଯ୍ୟ
Ayodhya Ram Temple: ୨୦୨୫ ଜୁନ ସୁଦ୍ଧା ଶେଷ ହେବ ଅଯୋଧ୍ୟା ରାମ ମନ୍ଦିର ନିର୍ମାଣ କାର୍ଯ୍ୟ । ଏନେଇ ସୂଚନା ଦେଲେ ମନ୍ଦିର ନିର୍ମାଣ କମିଟି ଅଧ୍ୟକ୍ଷ ନୃପେନ୍ଦ୍ର ମିଶ୍ର । ସେହିପରି ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ନିର୍ମାଣ କାର୍ଯ୍ୟ ଶେଷ ହୋଇସାରିଛି । ଡିଜିଟାଲ ଗ୍ୟାରେଲୀ କାର୍ଯ୍ୟ ୨୦୨୫ ସେପ୍ଟେମ୍ବର ସୁଦ୍ଧା ସରିବ ।













Click it and Unblock the Notifications