ପୁଣି ଦେଶରେ କରୋନା ଭୟ, ଗୁଜୁରାଟରେ ଗୋଟାଏ ଦିନରେ ୧୫ ରୋଗୀ ଚିହ୍ନଟ

ଦେଶରେ ବଢୁଛି କରୋନା ଲହର । ପୁଣି କଡ଼ ଲେଉଟାଇଲା କରୋନା । ଦେଶର ବିଭିନ୍ନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ ଗୁଜରାଟରେ ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗୁରୁବାର ୧୫ ଜଣ କରୋନା ପଜିଟିଭ ଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସମସ୍ତ ଆକ୍ରାନ୍ତ ଏବେ ସଙ୍ଗରୋଧରେ ଥିବାବେଳେ ଅହମଦାବାଦ ସହରରେ ୧୩ ଜଣେ ଏବଂ ଗ୍ରାମାଞ୍ଚଳରେ ୨ ଜଣେ ଥିବା ଜଣାପଡିଛି ।

corona

ଓମିକ୍ରନ ପ୍ରଜାତିର ଏହି ଭୂତାଣୁ ହୋଇଥିବା ବେଳେ ଲୋକଙ୍କୁ ଭୟଭୀତ ନହେବାକୁ ପରାମର୍ଶ ଦିଆଯାଇଛି । ଡାକ୍ତରମାନେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ଓ ହାତ ଧୋଇବା ଭଳି ସୁରକ୍ଷା ନିୟମ ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । କରୋନାର ଔଘ.୧ ପ୍ରକାରର ସାଧାରଣ ଲକ୍ଷଣ ହେଉଛି- ଜ୍ୱର, କାଶ, ଗଳା ଯନ୍ତ୍ରଣା, ମୁଣ୍ଡବିନ୍ଧା, ଥକ୍କାପଣ ଏବଂ ମାଂସପେଶୀ ଯନ୍ତ୍ରଣା, ଭୋକ ନହେବା, ବାନ୍ତି ହେବା, ପାକସ୍ଥଳୀରେ ସମସ୍ୟା ଦେଖାଦେବା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+