Budget 2024: ଦେଶରେ ଆଉ ୧୨ଟି ଇଣ୍ତଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ହେବ

Budget 2024: ବଜେଟ୍ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲୋକମାନେ ପୁଣି ମୋଦି ସରକାରଙ୍କ ଉପରେ ଭରସା କରିଛନ୍ତି ବୋଲି କହିଛନ୍ତି ଅର୍ଥମନ୍ତ୍ରୀ । ବଜେଟରେ ମହିଳା, ଚାଷୀ, ଯୁବବର୍ଗଙ୍କୁ ଗୁରୁତ୍ବ ଦିଆଯାଇଛି । ସେହିପରି ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ପ୍ରତିଷ୍ଠା ହେବ । ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା କରାଯିବ । ପିପିପି ମୋଡ୍‌ରେ ନିର୍ମାଣ ହେବ ରେଣ୍ଟାଲ ହାଉସିଂ ବ୍ୟବସ୍ଥା ରହିବ । ଡର୍ମିଟୋରୀ ବ୍ୟବସ୍ଥା ରହିବ, ସୁବିଧାରେ ରହିପାରିବେ ଶ୍ରମିକ ।

Budget 2024

ସେହିପରି ମହିଳା ଏବଂ ଯୁବତୀମାନେ ଉପକୃତ ହେଉଥିବା ଯୋଜନାଗୁଡିକ ପାଇଁ ୩ ଲକ୍ଷ କୋଟି ଟଙ୍କା ୨-ପୂର୍ବୋତ୍ତର କ୍ଷେତ୍ରରେ ଇଣ୍ଡିଆ ପୋଷ୍ଟ ପେମେଣ୍ଟ ବ୍ୟାଙ୍କର ୧୦୦ରୁ ଅଧିକ ଶାଖା ପ୍ରତିଷ୍ଠା ହେବ ୩- ଦେଶରେ ଖାଦ୍ୟ ନିରାପତ୍ତା ସୁନିଶ୍ଚିତ କରିବା ପାଇଁ ପୋଲାଭରମ ଜଳସେଚନ ପ୍ରକଳ୍ପର ପରିସମାପ୍ତି ।

ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ କେନ୍ଦ୍ର ବଜେଟ୍ ଉପସ୍ଥାପନ କରି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ 500 ଟି ଟପ୍ କମ୍ପାନୀରେ 1 କୋଟି ଯୁବକଙ୍କୁ ଇଣ୍ଟର୍ନସିପ୍ ଭତ୍ତା ଏବଂ 6000 ଟଙ୍କା ସହାୟତା ପାଇଁ ମାସକୁ 5000 ଟଙ୍କା ଦେଇ ଇଣ୍ଟର୍ନସିପ୍ ସୁଯୋଗ ପ୍ରଦାନ ପାଇଁ ସରକାର ଏକ ଯୋଜନା ଆରମ୍ଭ କରିବେ। ସେହିପରି ନିର୍ମାଣ ହେବ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ ଦେଶର ବିଭିନ୍ନ ସହରରେ ନିର୍ମାଣ ହେବ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ । ବଛା ବଛା ସହରରେ ୧୦୦ ଷ୍ଟ୍ରିଟ୍‌ଫୁଡ୍‌ ହବ୍‌ ଓ ହାଟ ନିର୍ମାଣ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+