ବ୍ରିଜ ଉପରେ ମୋବାଇଲ୍, ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁଲେ ଦମ୍ପତି

ବ୍ରିଜ୍‌ ଉପରେ ଆଧାରକାର୍ଡ ରଖି କାଠଯୋଡ଼ିକୁ ଡେଇଁପଡ଼ିଲେ ଦମ୍ପତି। ଆଜି ସନ୍ଧ୍ୟା ବେଳେ ଏପରି ହୃଦୟବିଦାରକ ଘଟଣା କଟକ ତ୍ରିଶୁଳିଆ ବ୍ରିଜ୍‌ରେ ଘଟିଛି। ସୂଚନା ଅନୁସାରେ କଟକ ଜିଲ୍ଲା ବାରଙ୍ଗ ଥାନା ଅଧୀନ ତ୍ରିଶୁଳିଆ ପୋଲ ଉପରକୁ ଆଜି ସନ୍ଧ୍ୟାରେ ଜିଲ୍ଲାର ବାଙ୍କୀ ଅଞ୍ଚଳର ଦଂପତି ପହଞ୍ଚି ଥିଲେ।

Couple Jumps Off Into River Kathajodi In Cuttack

ସେମାନେ ପୋଲ ଉପରେ ମୋବାଇଲ ଓ ଆଧାରକାର୍ଡ ରଖିଥିଲେ। ଏହା ପରେ ହଠାତ୍‌ ପାଣିକୁ ଡେଇଁଥିଲେ। ଉଭୟ ପାଣିକୁ ଡେଇଁବାର ଦୃଶ୍ୟ ସ୍ଥାନୀୟ ଲୋକ ଦେଖିଥିଲେ ମଧ୍ୟ ସେମାନେ କିଛି ଭାବିବା ପୂର୍ବରୁ ଅଘଟଣ ଘଟି ସାରିଥିଲା। ସ୍ଥାନୀୟ ଲୋକଙ୍କର ସୂଚନା ଆଧାରରେ ଘଟଣାସ୍ଥଳକୁ ଅଗ୍ନିଶମ ବାହିନୀ ଓ ପୁଲିସ ପହଞ୍ଚି ଥିଲେ। ରିପୋର୍ଟ ଲେଖାଯିବା ବେଳକୁ ସ୍ବାମୀ ଓ ସ୍ତ୍ରୀ ନିଖୋଜ ଅଛନ୍ତି। ଅନ୍ଧାର ହୋଇଯାଇଥିବାରୁ ଉଦ୍ଧାର କାର୍ଯ୍ୟରେ ବାଧା ପହଞ୍ଚିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+